Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ପତ୍ନୀଙ୍କୁ ହତ୍ୟା ଉଦ୍ୟମ, ପୁଲିସ ସ୍ୱାମୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
December 13, 2024
in Crime, State
ପୁଲିସ ପତ୍ନୀଙ୍କୁ ହତ୍ୟା ଉଦ୍ୟମ, ପୁଲିସ ସ୍ୱାମୀ ନିଲମ୍ବିତ
128
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ପୁଲିସ ପତ୍ନୀଙ୍କୁ ହତ୍ୟା ଉଦ୍ୟମ କରି ନିଲମ୍ବିତ ହେଲେ ପୁଲିସ ସ୍ୱାମୀ। ନିଲମ୍ବିତ ପୁଲିସ କର୍ମଚାରୀଙ୍କ ନାଁ ଜ୍ୟୋତି ପ୍ରଧାନ। ସେ ରିଜର୍ଭ କନଷ୍ଟେବଲ ଭାବେ କାର୍ଯ୍ୟ କରନ୍ତି। ବଲାଙ୍ଗିର ଏସପି ତାଙ୍କୁ ନିଲମ୍ବନ କରିଛନ୍ତି। ଗତ ୮ ତାରିଖ ସନ୍ଧ୍ୟାରେ ତୁଷୁରା ଥାନା ସମରା ଗାଁରୁ ଏକ ବାହାଘର କାର୍ଯ୍ୟକ୍ରମ ସାରି ଜ୍ୟୋତି ପ୍ରଧାନ ତାଙ୍କ ସ୍ତ୍ରୀ କନଷ୍ଟେବଳ ନୂପୁର ବିଶ୍ୱାଳଙ୍କ ସହିତ ବାଇକରେ ଫେରୁଥିଲେ। କୌଣସି କାରଣକୁ ନେଇ ଉଭୟଙ୍କ ଭିତରେ ବଚସା ହୋଇଥିଲା। ପରେ ଜ୍ୟୋତି ନିଜର ଆଉ ଜଣେ ସହଯୋଗୀ ଜଗନ୍ନାଥ ପ୍ରଧାନଙ୍କ ସହିତ ମିଶି ନୂପୁରକୁ ପଥର ଛେଚି ହତ୍ୟା ଉଦ୍ୟମ କରିଥିଲେ। ସେହି ସମୟରେ ସ୍ଥାନୀୟ ଲୋକେ ଦେଖି ନେଇଥିଲେ। ସେମାନେ ପାଟିତୁଣ୍ଡ କରି ଘଟଣାସ୍ଥଳକୁ ଆସିବାରୁ ଉଭୟ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ନୂପୁର ବଲାଙ୍ଗିରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା ପରେ ଫେରାର ହୋଇଯାଇଛନ୍ତି ରିଜର୍ଭ କନଷ୍ଟେବଲ ଜ୍ୟୋତି ପ୍ରଧାନ ଫେରାର ହୋଇଯାଇଛନ୍ତି। ତାଙ୍କୁ ପୁଲିସ ଖୋଜୁଛି। ଅନ୍ୟପକ୍ଷରେ ତାଙ୍କର ସହଯୋଗୀ ଜଗନ୍ନାଥ ପଧାନକୁ ଗିରଫ କରି କୋର୍ଟଚାଲାଣ କରିଛି ତୁଷୁରା ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!