Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
August 18, 2023
in Crime, State
ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ନିଲମ୍ବିତ
437
VIEWS
Share on FacebookShare on Twitter

ଅସଦାଚରଣ ଅଭିଯୋଗରେ ନିଲମ୍ବିତ ହେଲେ ଶିକ୍ଷକ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଖଇରପଶି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତ୍ରିନାଥ ବିଶ୍ବାଳ ନିଲମ୍ବିତ ହୋଇଛନ୍ତି । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ପରେ ହିନ୍ଦୋଳ ଏସଡିପିଓ ମାମଲାର ତଦନ୍ତ କରିଥିଲେ । ସ୍କୁଲ ପରିସରରେ ତଦନ୍ତ କରିବା ସହିତ ଛାତ୍ରଛାତ୍ରୀଙ୍କୁ ପଚରାଉଚରା କରିଥିଲେ । ଶିକ୍ଷକଙ୍କ ଏଭଳି ଆଚରଣରେ ଅସନ୍ତୋଷ ପ୍ରକାଶ କରିଛନ୍ତି ତ୍ରିନାଥଙ୍କୁ ସସପେଣ୍ଡ କରିଛନ୍ତି ବ୍ଲକ ଶିକ୍ଷାଧିକାରୀ । ତଦନ୍ତ ପରେ ଆବଶ୍ୟକ କାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଏସଡିପିଓ କହିଛନ୍ତି । ସେପଟେ ଅଭିଯୋଗକୁ ଖଣ୍ଡନ କରିବା ସହ ମିଥ୍ୟା ଆରୋପ ଲଗାଯାଇଥିବା ନିଲମ୍ବିତ ଶିକ୍ଷକ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!