Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚକ୍ରଧରପୁର ରେଲୱେ ଡିଭିଜନରେ ୧୦ ଜଣ ଆରପିଏଫ୍ ଯବାନ ସସପେଣ୍ଡ

by ସଞ୍ଜୟ ସ୍ୱାଇଁ
May 17, 2025
in State
ଚକ୍ରଧରପୁର ରେଲୱେ ଡିଭିଜନରେ  ୧୦ ଜଣ ଆରପିଏଫ୍ ଯବାନ ସସପେଣ୍ଡ
86
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ୧୦ ଜଣ ଆରପିଏଫ୍ ଯବାନ ସସପେଣ୍ଡ । ଚକ୍ରଧରପୁର ରେଲୱେ ଡିଭିଜନରେ ୧୦ RPF ଯବାନ ନିଲମ୍ୱିତ । କମାଣ୍ଡୋ ତାଲିମ ନେବା ପାଇଁ ଯାଇନଥିବାରୁ ଚାକିରିରୁ ନିଲମ୍ୱିତ । ଚକ୍ରଧରପୁର ରେଲୱେ ଡିଭିଜନ ସିନିଅର ଡିଏସପି କଲେ ନିଲମ୍ବିତ। ନିଲମ୍ୱିତ ହୋଇଥିବା ଆରପିଏଫ ଯବାନଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସକାଳ ସାଢ଼ ୧୦ଟା ସମୟରେ ଅଫିସରେ ଉପସ୍ଥିତ ରହିବା ସହିତ ବିନା ଅନୁମତିରେ ବାହାରକୁ ନଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!