Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିନି ରାଇସ ମିଲ ପ୍ରଦାନ

by ସଞ୍ଜୟ ସ୍ୱାଇଁ
March 28, 2021
in Nayagarh
ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିନି ରାଇସ ମିଲ ପ୍ରଦାନ
405
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଆଦିବାସୀ ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସ୍ୱାବଲମ୍ବୀ କରିବା ନିମନ୍ତେ ବିଭିନ୍ନ ସ୍ବେଚ୍ଛାସେବୀ ସଂସ୍ଥା ସହାୟତାର ହାତ ବଢ଼ାଉଛନ୍ତି । ନୟାଗଡ଼ଜିଲ୍ଲା ଶିବଶକ୍ତି କ୍ଲବ ତରଫରୁ ଗଜପତି ଜିଲ୍ଲା ମଳାସପଦର ଗ୍ରା.ପର ମଳାସପଦର ଆଦିବାସୀ ମହିଳାମାନଙ୍କୁ ନିଜେ ସ୍ୱାବଲମ୍ବନ ହେବା ସହ ସେମାନଙ୍କର ରୋଜଗାରର କ୍ଷମତା ବଢ଼ାଇବା ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ୫୦ ହଜାର ଟଙ୍କା ବିନିମୟରେ ବିଦ୍ୟୁତଚାଳିତ ମିନି ରାଇସ ମିଲ ପ୍ରଦାନ କରାଯାଇଛି। ଆଜିର କାର୍ଯ୍ୟକ୍ରମରେ ଶିବଶକ୍ତି କ୍ଲବର ସମ୍ପାଦକ ରାମେଶ୍ୱର ପାତ୍ର ,ସ୍ବେଚ୍ଛାସେବୀ ରଘୁନାଥ ସ୍ୱାଇଁ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ଥିଲେ ।ଏହା ପୂର୍ବରୁ ମଧ୍ୟ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଶିବଶକ୍ତି କ୍ଲବ ତରଫରୁ ମହିଳାମାନଙ୍କୁ କମ୍ବଳ ଏବଂ ମସିଣା ବଣ୍ଟନ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!