Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ଵର୍ଗଦ୍ଵାର ସଂସ୍କାର ସେବକମାନଙ୍କୁ ୧୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ

by ସଞ୍ଜୟ ସ୍ୱାଇଁ
June 23, 2021
in Nayagarh
ସ୍ଵର୍ଗଦ୍ଵାର ସଂସ୍କାର ସେବକମାନଙ୍କୁ ୧୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ
178
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ସ୍ଵର୍ଗଦ୍ଵାର ପରିସର ଠାରେ ସଂସ୍କାର ସେବକ (ଦାହକ)ମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ୧୫ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ.ଯେ କୋବିଡରେ ମୃତ୍ୟୁ ବରଣ କରୁଥିବା ବ୍ୟକ୍ତି ବିଶେଷମାନଙ୍କ ଦାହ କାର୍ଯ୍ୟ ପାଇଁ ୭ ଜଣ ଦାହକଙ୍କୁ ସ୍ଵତ୍ବନ୍ତ୍ର ତାଲିମ ଦିଆଯାଇଥିଲା। ଗତ ୧୮-୪-୨୧ ରିଖ୍ ଦିନ ଗାଡ଼ିରେ ଏକ ମୃତଦେହ ନେଇ ଯିବା ସମୟରେ ଗାଡ଼ିଟି ଗିରଳ ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇ ଥିଲା। ଏଥିରେ ବାନୁ ନାୟକ୍ ,ଗଣେଶ ମୁଖି ଓ ଅମିତ୍ ଶର୍ମା ନାମକ ସଂସ୍କାର ସେବକମାନେ ଆହାତ ହୋଇ ଥିଲେ ଏବଂ ଚିକିତ୍ସା ସହାୟତା ପାଇଁ ପ୍ରଶାସନକୁ ଅନୁରୋଧ କରିଥିଲେ। ଏହାର ବିଚାରକରି ଜିଲ୍ଲା ପ୍ରଶାସନ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପଣ୍ଠିରୁ ପ୍ରତ୍ୟେକଙ୍କୁ ପାଞ୍ଚ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଥିଲା। ଉପଜିଲ୍ଲା ପାଳ ତଥା ସ୍ୱର୍ଗଦ୍ବାର ସମିତିର ଆବାହକ ସମ୍ପାଦକ ଭବତାରଣ ସାହୁ ଏବଂ ସ୍ଵର୍ଗଦ୍ଵାର ସେବା ସମିତିର କାର୍ଯ୍ୟକାରୀ ସଦସ୍ୟ ଶ୍ରୀ ସିଦ୍ଧାର୍ଥ ରାୟ ସ୍ୱର୍ଗଦ୍ୱାର ଠାରେ ସଂସ୍କାର ସେବକମାନଙ୍କୁ ଏହି ସହାୟତା ରାଶି ଚେକ୍ ପ୍ରଦାନ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!