Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ

by ସଞ୍ଜୟ ସ୍ୱାଇଁ
June 3, 2025
in Nayagarh, State
ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ
57
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପୂର୍ବତନ ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଆଜି ପ୍ରତ୍ୟୁଷରୁ ନୟାଗଡ଼ ଗୋଲେଇ ଛକଠାରେ ଥିବା ଶ୍ରୀଯୁକ୍ତ ବେହେରାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ଅପରାହ୍ନରେ ବ୍ଲକ ସଭାଗୃହରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ନୟାଗଡ଼ ପ୍ରତି ଭାଗବତ ବେହେରାଙ୍କ ରହିଥିବା ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ଦୂରଦୃଷ୍ଟି ସମ୍ପର୍ଣ୍ଣ ରାଜନେତା ଥିଲେ ଭାଗବତ ବାବୁ । ୧୯୯୦ ମସିହାରେ ସେ ଯେଉଁ ପରିକଳ୍ପନା କରିଥିଲେ, ତାହା ଆଜି ବାସ୍ତବତାର ରୂପ ନେଉଛି । ଏହି ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ସମେତ ଅନେକ ଭାବଗତ ପ୍ରେମୀ ଉପସ୍ଥିତ ରହିଥିଲେ । ଗଙ୍ଗାଧର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!