Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଡାସାହି ଗାଁ ଭୟାବହ ଅଗ୍ନିକାଣ୍ଡ :ପାଠ୍ୟ ଉପକରଣ ବିତରଣ

by ସଞ୍ଜୟ ସ୍ୱାଇଁ
May 3, 2021
in Feature News, Nayagarh
ପୋଡାସାହି ଗାଁ ଭୟାବହ ଅଗ୍ନିକାଣ୍ଡ :ପାଠ୍ୟ ଉପକରଣ ବିତରଣ
261
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ବାଣ୍ଠପୁରପଞ୍ଚାୟତର ପୋଡ଼ାସାହି ଗ୍ରାମର ନୂଆସାହିରେ ୨୨ ପରିବାରଙ୍କ ଘରେ କିଛିଦିନ ତଳେ ଭୟାବହ ଅଗ୍ନିକାଣ୍ଡ ଘଟି ଘରର ସମସ୍ତ ସମ୍ପତି ପୋଡ଼ି ପାଉଁଶ ହୋଇଯାଇଛି । ଏହି ବିପତ୍ତି ସମୟରେ ନୟାଗଡ଼ ଜିଲ୍ଲାର ଅନେକ ସହୃଦୟ ବ୍ୟକ୍ତି ଯଥା ସମ୍ଭବ ସାହାର୍ୟ୍ୟର ହାତ ବଢ଼େଇଛନ୍ତି ତ କିଏ ଶୁଖିଲା ଖାଦ୍ୟ ବିତରଣ କରୁଛନ୍ତି ତ ଆଉ କିଏ ରନ୍ଧା ଖାଦ୍ୟ ଆଉ କିଏ ପୋଷାକ ବିତରଣ କରଛନ୍ତି ।  ସେହିଭଳି ସ୍ୱାତୀଲଗ୍ନା ସାହିତ୍ୟ ଇ ପତ୍ରିକା ତରଫରୁ ଘରପୋଡ଼ି ଯାଇଥିବା ବିପନ୍ନ ପରିବାରର ସନ୍ତାନ ସନ୍ତତି ମାନଙ୍କୁ ପାଠ୍ୟ ଉପକରଣ ଯଥା କମ୍ପାସ,ପେନ,ପେନସିଲ ଖାତା ସଭିଁଙ୍କୁ ପ୍ରଦାନ କରାଯାଇଛି । ସ୍ୱାତୀଲଗ୍ନା ସାହିତ୍ୟ ଇ ପତ୍ରିକାର ପ୍ରତିଷ୍ଠାତା ସୁଶାନ୍ତ କୁମାର ପାତ୍ରଙ୍କ ଅନୁରୋଧ କ୍ରମେ ସମୋନାଥ ସ୍ୱାଇଁ ଓ ଜ୍ୟୋତି ପ୍ରକାଶ ସ୍ୱାଇଁ ଯୋଗଦାନ ଦେଇ ସଭିଁଙ୍କୁ ସ୍ୱାତୀଲଗ୍ନା ପରିବାର ତରଫରୁ ସାହାର୍ୟ୍ୟ ଦିଆଯାଇଥିବା ପାଠ୍ୟ ଉପକାରଣ  ବଣ୍ଟନ କରିଥିଲେ ସମସ୍ତ ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ପାଇଁ ବହୁତ ଆନନ୍ଦ ହୋଇଥିଲେ ସ୍ୱାତୀଲଗ୍ନା ସାହିତ୍ୟ ଇ ପତ୍ରିକାର ଏହି ପ୍ରୟାସକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି ।

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!