Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ବାଭିମାନର ସୌଦାଗରଙ୍କ ଜନ୍ମ ଜୟନ୍ତୀ ପାଳିତ

by Sanjay Swain
April 28, 2021
in Nayagarh
ସ୍ବାଭିମାନର ସୌଦାଗରଙ୍କ ଜନ୍ମ ଜୟନ୍ତୀ ପାଳିତ
59
VIEWS
Share on FacebookShare on Twitter

ରଣପୁର, 28/04 : ଓଡ଼ିଶାର ପ୍ରଥମ ବାରିଷ୍ଟର, ଉତ୍କଳ ସମ୍ମିଳନୀର ପ୍ରତିଷ୍ଠାତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶର କର୍ଣ୍ଣଧାର, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଓଡ଼ିଆ ଜାତି ପ୍ରତି ଅବଦାନ ଅବର୍ଣ୍ଣନନୀୟ। ସ୍ବାଭିମାନୀ ଓଡ଼ିଆ ଭାବେ ଦିଗବିଦିଗ ପରିଚିତ ମଧୁବାବୁ ଜଣେ ବାଗ୍ମୀ ଓ ସମାଜ ସଂସ୍କାରକ ଥିଲେ। ତାଙ୍କୁ କୁଳବୃଦ୍ଧ ବୋଲି କୁହାଯାଉଥିଲା। ସେ ଏକାଧାରାରେ ଜଣେ ଓକିଲ, ସାମ୍ବାଦିକ, ରାଜନୀତିଜ୍ଞ ଥିଲେ। ଏପ୍ରିଲ୍‌ ୨୮ତାରିଖ ତାଙ୍କ ଜନ୍ମଦିନକୁ ରାଜ୍ୟରେ ଆଇନଜୀବୀ ଦିବସ ଭାବେ ପାଳନ କରାଯାଉଛି।

ରଣପୁର ଓକିଲ ସଂଘ ତରଫରୁ ରଣପୁର କୋର୍ଟ ପରିସରରେ ଏହି ଦିବସକୁ ପାଳନ କରାଯାଇଛି l ଏଥିରେ ସଭାପତି ସୂର୍ଯ୍ୟନାରାୟଣ ମହାପାତ୍ର, ସମ୍ପାଦକ ସତ୍ୟନାରାୟଣ ମତ୍ତା, ପ୍ରିୟବ୍ରତ ପ୍ରହରାଜ ଓ ଅନ୍ୟ ସମସ୍ତ ଆଇନିଜୀବି ଉପସ୍ଥିତ ଥିଲେ l

 

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!