Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅପରାଧୀ, ଜନବିରୋଧୀ ନେତାଙ୍କୁ ପାଛୋଟି ନେଉଛି ବିଜେପି : ସ୍ୱୟଂ ପ୍ରକାଶ

by ସଞ୍ଜୟ ସ୍ୱାଇଁ
March 3, 2024
in Politics, State
ଅପରାଧୀ, ଜନବିରୋଧୀ ନେତାଙ୍କୁ ପାଛୋଟି ନେଉଛି ବିଜେପି :  ସ୍ୱୟଂ ପ୍ରକାଶ
132
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେଡି ନେତା ବିଜେପିରେ ସାମିଲ ହେବା ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ଦେଇଛି ବିଜେଡି । ଦଳର ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର କହିଛନ୍ତି, ୨୦୧୯ ମସିହାରେ ଯେଉଁ ନେତାମାନଙ୍କୁ ବିଜେଡି ଟିକେଟ ଦେବା ସମ୍ଭାବନା ନଥିଲା କି ବିଜେଡିରେ ସ୍ଥାନ ନଥିଲା । ସେହି ନେତାଙ୍କୁ ବିଜେପି କୋଳେଇ ନେଇଥିଲା । ୨୦୨୪ରେ ବିଜେପି ଆଉ ପାଦେ ଆଗକୁ ଯାଇ ଜଘନ୍ୟ ଅପରାଧୀ, ଜନବିରୋଧୀ, ଟିକେଟ ନପାଇବା ନେତାଙ୍କୁ ବିଜେପି ପାଛୋଟି ନେଉଛି । ଏଥିରୁ ଗୋଟିଏ କଥା ସ୍ପଷ୍ଟ ନୂଆ ନେତା ସୃଷ୍ଟି କରିବାରେ ବିଜେପି ଅସମର୍ଥ । ଏହା ବିଜେପି ଅପାରଗତାକୁ ଇଙ୍ଗିତ କରୁଛି । ଏପରି ନେତାଙ୍କୁ ରାଜ୍ୟବାସୀ କେବେ ବି ଗ୍ରହଣ କରିବେ ନାହିଁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!