Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବିଜେପିକୁ ବିଜେଡିର କଟାକ୍ଷ

by ସଞ୍ଜୟ ସ୍ୱାଇଁ
April 1, 2024
in Politics, State
ରାଜ୍ୟ ବିଜେପିକୁ ବିଜେଡିର କଟାକ୍ଷ
167
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟ ବିଜେପିକୁ ବିଜେଡିର କଟାକ୍ଷ । ଶଙ୍ଖ ଭବନରେ ପ୍ରେସମିଟ୍ କରି ବିଜେପିକୁ ଟାର୍ଗେଟ କରିଛି ବିଜେଡି । ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର କହିଛନ୍ତି କି, ବିଜେଡି ପକ୍ଷରୁ ଆମେ ଲଗାତାର ଯାହା ଉକ୍ତି ଦେଉଥିଲୁ, ତାହା ସତ ପ୍ରମାଣିତ ହେଉଛି । ୧୪୭ ବିଧାୟକ ପ୍ରାର୍ଥୀ ପାଉନି ବିଜେପି । ବାସ୍ତବ ହେଲା, ୮୦ ଆସନ ପାଇଁ ବି ପ୍ରାର୍ଥୀ ମିଳୁନି । ୨୦୨୪ରେ ୮୦ ଆସନ ଜିତି ସରକାର କରିବାକୁ ବିଜେପି କହିଥିଲା । ଗୋଟେ ବି ଆସନ ଘୋଷଣା କରିବାରେ ସକ୍ଷମ ନୁହନ୍ତି । ଏହା ଓଡିଶା ବିଜେପିର ଅସଲ ସ୍ଥିତି । ଓଡ଼ିଶା ବିଜେପି ନେତା କହିଥିଲେ, ଜିଲ୍ଲାକୁ ଜିଲ୍ଲା ନେତା ଯାଇଛନ୍ତି । ପ୍ରାର୍ଥୀ ଖୋଜା ହୋଇଛି, ହେଲେ ଏଯାଏଁ ଘୋଷଣା କରି ପାରିଲେ ନାହିଁ । ଓଡ଼ିଶା ବିଜେପି ପାଖରେ ପ୍ରାର୍ଥୀ ନଥିବାରୁ, ଅନ୍ୟ ଦଳରୁ ବିତାଡିତ ନେତା, ଅନ୍ୟ ଦଳରୁ ଟିକେଟ ପାଉଥିବା ନେତା, ଅପରାଧୀ ରେକର୍ଡ ନେତାଙ୍କୁ ନିଜ ଦଳକୁ ଆପଣାଇ ନେଉଛନ୍ତି । ଯେବେ ଏହି ତାଲିକା ଭରିବ, ସେତେବେଳେ ଘୋଷଣା କରିବେ । ଗାଁ ଗଣ୍ଡାରେ ପ୍ରାର୍ଥୀ ଖୋଜା ଆରମ୍ଭ କରିଛି ବିଜେପି । ବସଷ୍ଟାଣ୍ଡ, ରେଳ ଷ୍ଟାଣ୍ଡରୁ ପ୍ରାର୍ଥୀ ଖୋଜୁଛନ୍ତି । ଲୋକେ ଜାଣି ସାରିଲେଣି ଯେ ତାଙ୍କ ପାଖରେ ପ୍ରାର୍ଥୀ ନାହିଁ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!