Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଳଚେର ବିଧାୟକଙ୍କ ରଘୁନାଥ ଦର୍ଶନ

by ସଞ୍ଜୟ ସ୍ୱାଇଁ
February 4, 2025
in Nayagarh, State
ତାଳଚେର ବିଧାୟକଙ୍କ ରଘୁନାଥ ଦର୍ଶନ
382
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଆଜି ସନ୍ଧ୍ୟା ସମୟରେ ଓଡ଼ଗାଁ ଗସ୍ତରେ ଆସି ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିର ପରିଦର୍ଶନ କରିବା ସହ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିଛନ୍ତି।ମନ୍ଦିର ଚତୁଃପାଶ୍ୱ ବୁଲି ଦେଖିବା ମନ୍ଦିରର ଇତିହାସ,ଗଠନ ଶୈଳୀ ଓ ଜନ୍ମବୃତ୍ତାନ୍ତ ସମ୍ପର୍କରେ ପଚାରି ବୁଝିଥିଲେ।ପୂଜକ ପରିଷଦ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ର ବିଧାୟକଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇବା ସହ ରଘୁନାଥଙ୍କ ମାହାତ୍ମ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!