Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଲିବାନ ବିରୋଧରେ ଲଢ଼େଇ ପାଇଁ ଅଣ୍ଟା ଭିଡିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେ

by ସଞ୍ଜୟ ସ୍ୱାଇଁ
August 18, 2021
in WORLD
ତାଲିବାନ ବିରୋଧରେ ଲଢ଼େଇ ପାଇଁ ଅଣ୍ଟା ଭିଡିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେ
110
VIEWS
Share on FacebookShare on Twitter

କାବୁଲ, (ବାଘୁଆବାର୍ତ୍ତା): ତାଲିବାନ ଆଫଗାନିସ୍ତାନକୁ ଅକ୍ତିଆର କରିବା ପରେ କିପରି ସେଠାରେ ସରକାର ଗଢ଼ିବ ନେଇ ଯୋଜନା କରୁଥିବା ବେଳେ ତାଲିବାନ ବିରୋଧରେ ଲଢ଼େଇ ପାଇଁ ଅଣ୍ଟା ଭିଡିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେ। ତାଲିବାନ ବିରୋଧରେ ସ୍ୱର ଉଠାଇ ସେ ନିଜକୁ ଦେଶର ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ଅସରଫ ଘନି ଦେଶଛାଡ଼ି ପଳାଇ ଯାଇଥିବାରୁ ସମ୍ବିଧାନ ଅନୁସାରେ ସେ ରାଷ୍ଟ୍ରପତି ହେବାକୁ ଯୋଗ୍ୟ ବୋଲି ଅମରୁଲ୍ଲା କହିଛନ୍ତି। ଏନେଇ ସେ ନିଜ ଟୁଇଟରରେ ଲେଖିଛନ୍ତି ଯେ, ଦେଶର ସମ୍ବିଧାନ ଅନୁସାରେ ରାଷ୍ଟ୍ରପତିଙ୍କ ଅନୁପସ୍ଥିତି, ପଳାୟନ, ଇସ୍ତଫା କିମ୍ବା ମୃତ୍ୟୁ ପରି ଘଟଣା ବେଳେ ଉପରାଷ୍ଟ୍ରପତି ଦେଶ ଶାସନ ଭାର ନିଜ ହାତକୁ ନେବା କଥା, ଆଉ ଏହି ଆଧାରରେ ନିଜକୁ ରାଷ୍ଟ୍ରପତି ଭାବେ ଘୋଷଣା କରିଛନ୍ତି ବୋଲି କହିଛନ୍ତି ଅମରୁଲ୍ଲା। କେବଳ ଏତିକି ନୁହେଁ, ତାଲିବାନୀ ବିରୋଧୀ ଶକ୍ତିକୁ ଏକାଠି ହେବାକୁ ସେ ଅପିଲ କରିଛନ୍ତି ଅମରୁଲ୍ଲା କହିଛନ୍ତି, ସେ କେବେ ବି ତାଲିବାନ ଆଗରେ ମୁଣ୍ଡ ନୁଆଁଇବେ ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!