Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ ଘଣ୍ଟାରେ ୫୭୦ରୁ ଅଧିକ ଆତଙ୍କବାଦୀ ସଫା ହୋଇଥିବା ବେଳେ ୩୦୯ ଆତଙ୍କୀ ଆହତ ହୋଇଛନ୍ତି

by ସଞ୍ଜୟ ସ୍ୱାଇଁ
August 8, 2021
in WORLD
୨୪ ଘଣ୍ଟାରେ ୫୭୦ରୁ ଅଧିକ ଆତଙ୍କବାଦୀ ସଫା ହୋଇଥିବା ବେଳେ ୩୦୯ ଆତଙ୍କୀ ଆହତ ହୋଇଛନ୍ତି
100
VIEWS
Share on FacebookShare on Twitter

କାବୁଲ, (ବାଘୁଆବାର୍ତ୍ତା): ତାଲିବାନ ଉତ୍‌ପାତରେ ଅଣନିଃସ୍ୱାସୀ ହୋଇପଡ଼ିଥିବା ଆଫଗାନିସ୍ତାନ ଦେଶରୁ ଆତଙ୍କବାଦକୁ ସମୂଳେ ବିନାଶ କରିବାକୁ ପଣ କରିଛି। ଆମେରିକା ସହଯୋଗରେ ତାଲିବାନ ଉପରେ ଜୋର୍‌ଦାର ପ୍ରହାର କରୁଛି ଆଫଗାନିସ୍ତାନ। ଗତ ୨୪ ଘଣ୍ଟାରେ ୫୭୦ରୁ ଅଧିକ ଆତଙ୍କବାଦୀକୁ ସଫା କରିଥିବା ବେଳେ ୩୦୯ ଆତଙ୍କୀ ଆହତ ହୋଇଛନ୍ତି। ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଭିନ୍ନ ସ୍ଥାନରେ ତାଲିବାନ ଆଡ୍ଡା ଉପରେ ଭୟଙ୍କର ଆକ୍ରମଣ କରିଛି ଆଫଗାନିସ୍ତାନ। ଆମେରିକା ବାୟୁସେନାର ସହଯୋଗରେ ତାଲିବାନର ବିଭିନ୍ନ ସ୍ଥାନରେ ଏୟାର ଷ୍ଟ୍ରାଇକ୍ କରାଯାଇଛି। ଆମେରିକା ସେନା ପ୍ରତ୍ୟାହାର କରିବା ନେଇ ଘୋଷଣା କରିବା ପରେ ଆଫଗାନିସ୍ତାନରେ ଉତ୍‌ପାତ କରୁଛି ତାଲିବାନ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ନିଜ ଅକ୍ତିଆର୍‌ରେ ନେଇଯାଉଛି। ସରକାରୀ ଅଧିକାରୀଙ୍କୁ ହତ୍ୟା କରୁଛି। ଏଥିରେ କ୍ଷ୍ୟୁବ୍‌ଧ ହୋଇ ତାଲିବାନକୁ ସମୂଳ ବିନାଶ କରିବାକୁ ନିଷ୍ପତ୍ତି ନେଇଛି ଆଫଗାନିସ୍ତାନ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!