Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତିଶଗଡ କୋଣ୍ଡାଗାଓରେ ଏନକାଉଣ୍ଟର, ଟଳିଲେ ଦୁଇ ମାଓବାଦୀ

by ସଞ୍ଜୟ ସ୍ୱାଇଁ
April 16, 2025
in Crime, State
ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ
54
VIEWS
Share on FacebookShare on Twitter

ଛତିଶଗଡ, (ବାଘୁଆବାର୍ତ୍ତା): ଛତିଶଗଡ କୋଣ୍ଡାଗାଓ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାଡକୋର ମାଓବାଦୀ ନିହତ । ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଏହାସହ ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । କୋଣ୍ଡାଗାଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୋଲିସ୍‌ର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!