Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲୁକା କଳାରେ ତମାଖୁ ବର୍ଜନର ବାର୍ତ୍ତା

by ସଞ୍ଜୟ ସ୍ୱାଇଁ
May 31, 2025
in State
ବାଲୁକା କଳାରେ ତମାଖୁ ବର୍ଜନର ବାର୍ତ୍ତା
23
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଶ୍ୱ ତମାଖୁ ବର୍ଜନ ଦିବସ । ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ସଚେତନତା ବାର୍ତ୍ତା ଦେଇଛନ୍ତି। ପୁରୀ ନୀଳାଦ୍ରି ବେଳାଭୁମି ଠାରେ ବ୍ରେକ ଦି ହ୍ୟାବିଟ ବିଫୋର୍ ଇଟ୍ ବ୍ରେକ ଫ୍ୟାମିଲିର ବାର୍ତ୍ତା ଦେଇଛନ୍ତି। ବାଲୁକା କଳାରେ ଭାବ ପ୍ରବଣତାର ଦୃଶ୍ୟ ଦର୍ଶାଯାଇଛି। ମୃତ୍ୟୁ ବରଣ କରିଥିବା ଯୁବକର ଚିତ୍ର ଯାହାର ହାଡ କଙ୍କାଳକୁ ବାଲୁକା କଳାରେ ଦର୍ଶାଯାଇଛି । ଅନ୍ୟପଟରେ ନିଜ ସ୍ବାମୀକୁ ହରାଇ ଅନ୍ଧାର ଜୀବନ ଭିତରେ ଲୁହ ଗଡ଼ାଉ ଥିବା ସ୍ତ୍ରୀ ଓ ତାର ପିଲାର ଦୃଶ୍ୟ ଦେଖାଯାଇଛି। ବିଶ୍ଵରେ ପ୍ରାୟ ୮ ମିଲିୟନ ଓ ଦେଶରେ ପ୍ରାୟ ୧ ମିଲିୟନ ଯୁବକ ତମାଖୁ ଯୋଗୁଁ ମୃତ୍ୟୁବରଣ କରୁଛନ୍ତି। ତେଣୁ ତମାଖୁ ବର୍ଜନ ବାର୍ତ୍ତା ଦେଇ ସାରା ବିଶ୍ବକୁ ତମାଖୁ ମୁକ୍ତ କରିବାକୁ କହିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକକ୍ଷ

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!