Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ୭ରେ ଶପଥ ନେବେ ଷ୍ଟାଲିନ୍

by ସଞ୍ଜୟ ସ୍ୱାଇଁ
May 3, 2021
in Politics, State
ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ୭ରେ ଶପଥ ନେବେ ଷ୍ଟାଲିନ୍
380
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବିଧାନସଭା ନିର୍ବାଚନରେ ପରାଜୟ ପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ତାମିଲାନଡ଼ୁର ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ । ଏଆଇଏଡିଏମେକ ବିଧାନସଭାରେ ୭୫ଟି ଆସନ ବିଜୟୀ ହୋଇ ମଧ୍ୟ ପୁଣି ସରକାର ଗଠନ କରିବାରୁ ଯୋଗ୍ୟତା ହରାଇଥିବା ଜଣାପଡିଛି । ସରକାର ଗଠନ ନକରିବା ଏବଂ ପରାଜୟ ହୋଇଥିବାରୁ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ପଲାନିସ୍ୱାମୀ ଆଜି ଅପରାହ୍ନ ସମୟରେ ରାଜଭବନକୁ ଯାଇ ସେଠାରେ ନିଜର ଇସ୍ତଫା ପତ୍ର ମହାମହିମ ରାଜ୍ୟପାଳଙ୍କୁ ଦେଇଥିବା ଜଣାପଡିଛି । ବହୁମତ ହାସଲ କରିଥିବା ଡିଏମକେ ପ୍ରମୁଖ ଏମକେ ଷ୍ଟାଲିନ୍ ସରକାର ଗଠନ ପାଇଁ ଦାବି ଜଣାଇବେ । ଆସନ୍ତା ୭ତାରିଖରେ ତାମିଲନାଡ଼ୁର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଷ୍ଟାଲିନ୍ ଶପଥ ନେବେ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!