Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଟଙ୍କା ପାଇଁ ୨୦ ଲକ୍ଷର ତଣ୍ଡ

by ସଞ୍ଜୟ ସ୍ୱାଇଁ
November 2, 2023
in Crime, State
୧୦ ଟଙ୍କା ପାଇଁ ୨୦ ଲକ୍ଷର ତଣ୍ଡ
197
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ମହଙ୍ଗା ପଡ଼ିଲା ଚଢ଼ା ଦରରେ ମଦବିକ୍ରି କରିବା। ବୋତଲ ପ୍ରତି ୧୦ ଟଙ୍କା ଅଧିକ ନେଇ ୨୦ ଲକ୍ଷ ଟଙ୍କାର ତଣ୍ଡ ଗଣିଲେ ମଦ ଦୋକାନୀ। ଏହା ସହ ଦୋକାନକୁ ସିଲ୍ କରିଛି ଅବକାରୀ ବିଭାଗ। ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ରାମଦାସପୁର ଅଞ୍ଚଳରେ। କିଛି ଦିନ ତଳେ ରାମଦାସପୁର ଅଞ୍ଚଳରେରେ ଥିବା ମଦ ଦୋକାନୀ ବୋତଲରେ ଯେତିକି MRP ରହିଛି ତା’ ଠାରୁ ୧୦ ଟଙ୍କା ଅଧିକରେ ଲୋକମାନଙ୍କୁ ମଦ ବିକ୍ର କରୁଥିଲା। ଲୋକମାନେ ମଧ୍ୟ ୧୦ଟଙ୍କା ଅଧିକ ଦେଇ ମଦ କିଣିଥିଲେ। ପରେ କଟକ ସିଡିଏ ଅଞ୍ଚଳର କିଛି ଗ୍ରାହକ ଏନେଇ କଟକ ଖାଉଟି ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ। ଖାଉଟି ଅଦାଲତ ଘଟଣାର ତଦନ୍ତ କରି ଉକ୍ତ ଦୋକାନୀଙ୍କୁ ୨୦ ଲକ୍ଷ ଟଙ୍କାର ଜୋରିମାନା କରିଥିଲେ। ଏହା ସହିତ କଟକ ଜିଲ୍ଲା ଅବକାରୀ ବିଭାଗ ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ କରିଛି। କଟକ ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲ କହିଛନ୍ତି, ବିଗତ ଦିନ ମାନଙ୍କର ଏପରି ଘଟଣା ଯେଉଁଠି ହେବ ତା’ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହି ଦୋକାନ ଉପରେ ଜୋରିମାନା କରାଯିବ। ଏହାସହ ସେହି ଦୋକାନୀ ନାଁରେ ମାମଲା ରୁଜୁ କରାଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!