Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ଧରଣର ଡକାୟତି ଯୋଜନା ବିଫଳ କଲା ଟାଙ୍ଗୀ ପୋଲିସ

by ସଞ୍ଜୟ ସ୍ୱାଇଁ
November 1, 2023
in Crime, Nayagarh, State
ବଡ଼ ଧରଣର ଡକାୟତି ଯୋଜନା ବିଫଳ କଲା ଟାଙ୍ଗୀ ପୋଲିସ
51
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ପେଟ୍ରୋଲିଙ୍ଗ କରୁଥିବା ସମୟରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ୧୬ ନମ୍ବର ଜାତୀୟ ରାଜପଥ ଦୀକ୍ଷିତ ପଡା ସୁଳିଆ ମନ୍ଦିର ପଛ ପଟେ ଚଢ଼ାଉ କଲା ଟାଙ୍ଗୀ ପୋଲିସ । ରାସ୍ତାରେ ଯାଉଥିବା ଯାତ୍ରୀ ମାନଙ୍କୁ ଅଟକାଇ ବଡ ଧରଣର ଡକାୟତି କରିବା ପାଇଁ ଯୋଜନା କରୁଥିବା ସମୟରେ ଟାଙ୍ଗୀ ପୋଲିସ ତିନି ଜଣ ଙ୍କୁ ଧରିବାରେ ସଫଳ ହୋଇଥିଲା ପୋଲିସ । ଅନ୍ୟ ତିନି ଜଣ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ଗିରଫ ତିନି ଜଣଙ୍କ ପାଖରୁ ଗୋଟିଏ ଖଣ୍ଡା, ଲୁହା ରଡ଼, ଛୁରୀ ସହିତ ନଗଦ ୧୧୫୦/- ଟଙ୍କା ଜବତା କରିବା ସହିତ ଘଟଣା ସ୍ଥଳରୁ ଗୋଟିଏ ହିରୋ ଗ୍ଲାମର ଗାଡି ସହିତ ଅନ୍ୟ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ବାଲୁଗାଁ ର ସୋମନାଥ ବେହେରା ୨୧, ବାଲୁଗାଁ ଖାରିବନ୍ଧ ଗ୍ରାମର ଅଶୋକ ପ୍ରଧାନ ୨୪ ଓ ସୋରଣ ଗ୍ରାମର ମଙ୍ଗୁ ବେହେରା ୨୫ କୁ ଗିରଫ କରିଛି ପୋଲିସ । ଏମାନଙ୍କ ନାଁରେ ବହୂ ଥାନାରେ ଏକାଧିକ ଦକାୟତି ମାମଲା ରହିଛି । ପୋଲିସ ଅନୁଷନ୍ଧାନ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!