Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଲି ସମ୍ପର୍କିୟଙ୍କ ଘରେ ଦୁଇ ଛୁଆଙ୍କୁ ଛାଡିଥିଲେ, ଆଜି ଦମ୍ପତିଙ୍କର ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 15, 2023
in Crime, State
କାଲି ସମ୍ପର୍କିୟଙ୍କ ଘରେ ଦୁଇ ଛୁଆଙ୍କୁ ଛାଡିଥିଲେ, ଆଜି ଦମ୍ପତିଙ୍କର ମୃତ ଦେହ ଉଦ୍ଧାର
460
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତ): ବୁଧବାର ସମ୍ପର୍କୀୟଙ୍କ ଘରେ ଦୁଇ ଛୁଆଙ୍କୁ ଛାଡ଼ିଥିଲେ। ଆଜି ଘର ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ। ଏପରି ଲୋମଟାଙ୍କୁରା ଘଟଣା ଖୋର୍ଦ୍ଧା ଜିଲ୍ଲାରେ ଘଟିଛି। ପୁଲିସ୍ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରୁଛି। ଟାଙ୍ଗୀ ଥାନା ବାଳୁଙ୍ଗାଡିହ ସାହିରେ ବାସ କରନ୍ତି ଦୁର୍ଗା ଚରଣ ପୃଷ୍ଟି ଓ ତାଙ୍କ ପତ୍ନୀ ସତ୍ୟଭାମା ପୃଷ୍ଟି। ବୁଧବାର ଦିନ ମେଡ଼ିକାଲ୍ ଯିବେ ବୋଲି କହି ନିଜର ଦୁଇ ଛୁଆଙ୍କୁ ସମ୍ପର୍କୀୟଙ୍କ ଘରେ ଛାଡ଼ିଥିଲେ। ହେଲେ ଆଜି ସକାଳେ ପିଲାଙ୍କୁ ଆଣିବାକୁ ଯାଇନଥିଲେ। ଏପରିକି ଘରର କବାଟ ଖୋଲିନଥିଲା। ତେବେ ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ପଡ଼ୋଶୀ ଟାଙ୍ଗୀ ଥାନାକୁ ଖବର ଦେଇଥିଲେ। ମାଜିଷ୍ଟ୍ରଟ୍ ଓ ସାଇଣ୍ଟିଫିକ୍ ଟିମ୍ ସହ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ। କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ଘର ଭିତରେ ସ୍ୱାମୀ ଓ ସ୍ତ୍ରୀଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ତେବେ କେଉଁ କାରଣରୁ ଉଭୟ ଆତ୍ମହତ୍ୟା କଲେ, ତାହା ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!