Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ପୁରୀବାସୀ ୨୪ ଘଣ୍ଟା ପାଇପ ଯୋଗେ ବିଶୁଦ୍ଧ ପାଣି ପାଇବେ

by ସଞ୍ଜୟ ସ୍ୱାଇଁ
July 26, 2021
in Planning and Development, State, Toursimi
ଏଣିକି ପୁରୀବାସୀ ୨୪ ଘଣ୍ଟା ପାଇପ ଯୋଗେ ବିଶୁଦ୍ଧ ପାଣି ପାଇବେ
130
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀବାସୀଙ୍କ ପାଇଁ ଆରମ୍ଭ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ୍ ମିଶନ । ପୁରୀବାସୀଙ୍କୁ ସିଧାସଳଖ ଟ୍ୟାପ ଯୋଗେ ବିଶୁଦ୍ଧ ପାନୀୟ ଜଳ ମିଳିବ । ଏଣିକି ୨.୫ ଲକ୍ଷ ଲୋକ ୨୪ ଘଣ୍ଟା ପାଇପ୍ ଯୋଗେ ବିଶୁଦ୍ଧ ପାଣି ପାଇବେ । ଏହା ଦ୍ୱାରା ବାର୍ଷିକ ୨ କୋଟି ପର୍ୟ୍ୟଟକ ଉପକୃତ ହେବେ । ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ଅନ୍ତର୍ଜାତୀୟ ସହରମାଳାରେ ପୁରୀ ସାମିଲ ହୋଇଛି । ଏଣିକି ଲଣ୍ଡନ, ଲସ ଏଞ୍ଜେଲ୍ସ ଓ ସିଙ୍ଗାପୁର ସହ ପୁରୀ ମଧ୍ୟ ସମକକ୍ଷ ହେବ । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ଭୁବନେଶ୍ୱର ଓ ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ – ସୁଜଳ ଲୋକାର୍ପିତ କରିଥିଲେ । ଏହି ମିଶନ କାର୍ୟ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ । ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକମାନଙ୍କ ପରି ସିଧାସଳଖ ଟ୍ୟାପ୍ ରୁ ପାଣି ଆଣି ପିଇ ପାରିବେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ୟ୍ୟକ୍ରମର ଆଧାରରେ ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ୟ୍ୟକ୍ରମ ଆରମ୍ଭ କରାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!