Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥରମାଡ଼

by ସଞ୍ଜୟ ସ୍ୱାଇଁ
May 17, 2025
in State
ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥରମାଡ଼
89
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ । ରେଙ୍ଗାଲି ଝାରସୁଗୁଡା ମଝିରେ ଟ୍ରେନ୍କୁ ପଥର ମାଡ ହୋଇଥିବା ସୂଚନା । ପଥର ମାଡରେ ଟ୍ରେନ୍ର କାଚ ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, ଶନିବାର ଭୋର ସମୟରେ ସମ୍ବଲପୁର ରେଙ୍ଗାଲି-ଝାରସୁଗୁଡ଼ା ମଝିରେ ତପସ୍ୱିନୀ ଏକ୍ସପ୍ରେସ୍କୁ ପଥରମାଡ଼ ହୋଇଛି । ଯେଉଁଥିରେ ଟ୍ରେନ୍ର କାଚ ଭାଙ୍ଗିବା ସହ ଅନେକ ସିଟ୍ ମଧ୍ୟ ନଷ୍ଟ ହୋଇଛି । ସକାଳ ୫ଟା ୪୫ ମିନିଟ୍ରେ ଟ୍ରେନ୍ B6ର ସିଟ୍ ନମ୍ବର ୧୫ ଏବଂ B7ରେ ପଥର ମାଡ଼ ହୋଇଥିବା ସୂଚନା ମିଳିଛି । ତେବେ କିଏ ଓ କାହିଁକି ପଥର ମାଡ଼ କରିଛନ୍ତି । ଏବେ ଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!