Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ତାରାତାରିଣୀ ପୀଠରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
October 12, 2021
in Breaking, State
ମା ତାରାତାରିଣୀ ପୀଠରେ ଅଗ୍ନିକାଣ୍ଡ
150
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି । ଦୁଇଟି ଦୀପ ଘର ପୋଡିଯାଇଥିବା ସୂଚନା ମିଳିଛି । ଅଗ୍ନୀସମ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଛନ୍ତି। ମନ୍ଦିରରେ ଆଜି ମହାସପ୍ତମୀ ପୂଜା ନୀତିକାନ୍ତି ଅନୁସାରେ ଚାଲିଛି । ଅନ୍ୟପଟେ ବିଭିନ୍ନ ଶକ୍ତିପୀଠରେ ଷୋଡଶ ଉପଚାର ଅନୁଯାୟୀ ମା’ଙ୍କ ମହାଷ୍ଟମୀ ପୂଜାର୍ଚ୍ଚନା ଚାଲିଥିବା ଦେଖିବାକୁ ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!