Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛକୁ ଧକ୍କା ଦେଲା ଟାଟାଏସି

by ସଞ୍ଜୟ ସ୍ୱାଇଁ
April 10, 2021
in Accident, Nayagarh
ଗଛକୁ ଧକ୍କା ଦେଲା ଟାଟାଏସି
444
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଟାଟାଏସି ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ବେଳେ ଗାଡ଼ିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଖଳିସାହି-କୋସ୍କା ରାସ୍ତାର କୋଟପୋଖରୀ ନିକଟରେ ବିଳମ୍ବିତ ରାତିରେ ଏକ ଟାଟାଏସି ନଂ(ଓଡି୦୨ଆର ୧୮୩୮) ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ରେ ଥିବା ଗଛକୁ ଧକ୍କା ଦେଇଥିଲା । ଯାହାଫଳରେ ଚାଳକ ଜଣକ ଗୁରତର ହୋଇଥିବା ବେଳେ ସ୍ଥାନୀୟ ଲୋକ ୧୦୮ଆମ୍ବୁଲାନ୍ସରେ ଖଣ୍ଡପଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଇଥିବା ଜଣାପଡିଛି । ଟାଟାଏସିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପୁଲିସ ଖବର ପାଇ ଥାନାକୁ ଆଣିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!