Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଢିପି ଗ୍ରାମରେ ଯକ୍ଷ୍ମା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
April 12, 2023
in Health, Nayagarh, State
କେନ୍ଦୁଢିପି ଗ୍ରାମରେ ଯକ୍ଷ୍ମା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
181
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ କେନ୍ଦୁଢିପି ପଞ୍ଚାୟତ ଠାରେ ଜନ ଆରୋଗ୍ୟ ସମିତି ଓ ସାମାଜିକ ସଂଗଠନ କ୍ୟାପ ସହଯୋଗରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯକ୍ଷ୍ମା ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଡ଼ାକ୍ତର ବୀରେନ କୁମାର ନାୟକ, ସମିତିସଭ୍ୟା ତିଳୋତମା ଗୁରୁ ଯୋଗ ଦେଇଥିଲେ । ଯକ୍ଷ୍ମା ରୋଗର ସମ୍ପକରେ ପରାମର୍ଶ ଦେବା ସହ ରୋଗୀ ନିୟମିତ ଔଷଧ ସେବନ କରିବାକୁ କହିଥିଲେ । ସ୍ନାମନିତ ଅତିଥି କ୍ୟାପ ଅନୁଷ୍ଠାନର ପ୍ରତିନିଧି ଟୁନା ମହାରଣା ଓ ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ରୋଗର ଲକ୍ଷଣ ଓ ଏହାର ନିରିକରଣ ଉପରେ ଆଲୋଚନା କରିଥିଲେ । ଗ୍ରାମକୁ ଟିବି ମୁକ୍ତ ପଞ୍ଚାୟତ କରାଯିବ। ଗାଁ ପରିବେଶକୁ ସଫା ସୁତୁରା ରଖିବା ଉପରେ ଗୁରୁତ୍ଵ ଆରୋପ କରାଯାଇଥିଲା । କମୁନିଟି ହେଲଥ ଅଫିସର ଅମ୍ରିତା ରାଣୀ ସାହୁ କାର‌୍ୟ୍ୟକ୍ରମରେ ପରିଚାଳନା କରିଥିଲେ । ଜନ ଆରୋଗ୍ୟ ସମିତି ସଭ୍ୟ ମାନେ । ଏହି କାର‌୍ୟ୍ୟକ୍ରମରେ ଗ୍ରାମ ବାସି ମାନେ ବହୁ ସଂଖ୍ୟାରେ ଯୋଗଦେଇ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!