Monday, November 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକ ସଂଗଠନ ପକ୍ଷରୁ ନୂତନ ବିଇଓଙ୍କୁ ସ୍ୱାଗତ

by ସଞ୍ଜୟ ସ୍ୱାଇଁ
July 15, 2020
in Breaking, Feature News
ଶିକ୍ଷକ ସଂଗଠନ ପକ୍ଷରୁ ନୂତନ ବିଇଓଙ୍କୁ ସ୍ୱାଗତ
74
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଳକ ଶିକ୍ଷା ବିଭାଗରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ବ୍ଳକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀଙ୍କୁ ଏଲିମେଣ୍ଟାରୀ ଶିକ୍ଷକ ସମନ୍ୱୟ ତରଫରୁ ବୁଧବାର ଦିନ ତାଙ୍କ କାର୍ଯ୍ୟାଳୟ ଠାରେ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା । ସୂଚନା ଯୋଗ୍ୟ ଯେ, ନୟାଗଡ଼ ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ନିୟମିତ ବ୍ଲକ ଶିକ୍ଷାଧିକାରୀ ନିଯୁକ୍ତ ହୋଇନଥିବାରୁ ସ୍ଥାନୀୟ ବ୍ରଜେନ୍ଦ୍ର ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଶିକ୍ଷକ ସମନ୍ୱୟ ତରଫରୁ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ନୂତନ ବିଇଓଙ୍କୁ ଅବଗତ କରାଯାଇଥିବା ବେଳେ ଏ ଦିଗରେ ଯଥାସମ୍ଭବ କାର୍ଯ୍ୟ କରିବାକୁ ବିଇଓ ଶିକ୍ଷକମାନଙ୍କୁ ପ୍ରତିଶୃତି ପ୍ରଦାନ କରିଥିଲେ । ସମନ୍ୱୟ ସମିତି ପକ୍ଷରୁ ଶିକ୍ଷକନେତା ଶେଖ ଅବଦୁଲ ଖାଲିକ, ବିପିନ ବିହାରୀ ଦାସ, ଲକ୍ଷ୍ମୀଧର ସାହୁ, ସୁରେଶ ସେଠୀ, ମୂରଲୀ ବିଶ୍ୱାଳ, ସଂଗ୍ରାମ ସାହୁ, ଅଶୋକ ମଲ୍ଲ, ଉମେଶ ସ୍ୱାଇଁ, ସଲିମ ଇବ୍ରାହୀମ ତଥା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନୀଳାମ୍ବର ତ୍ରିପାଠୀ ଏବଂ ଧନେଶ୍ୱର ସେଠୀ ପ୍ରମୁଖ ନୂତନ ବିଇଓଙ୍କୁ ସ୍ୱାଗତ ଜଣାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!