Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକାରୀ ଶିକ୍ଷକ ପ୍ରଫୁଲଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
June 2, 2021
in Feature News
ସହକାରୀ ଶିକ୍ଷକ ପ୍ରଫୁଲଙ୍କ ପରଲୋକ
1.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ଶଙ୍ଖେଇ କପିଳେଶ୍ୱର ବିଦ୍ୟାପୀଠ ସହକାରୀ ଶିକ୍ଷକ ପ୍ରଫୁଲ ନାୟକ(୪୬) କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଘଟିଛି । ତାଙ୍କର ଏହି ଅକାଳ ମୃତ୍ୟୁରେ ସମଗ୍ର ଅଞ୍ଚଳ ତଥା ଶିକ୍ଷକମାନଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । କିଛିଦିନ ତଳେ ଶିକ୍ଷକ ଶ୍ରୀ ନାୟକ କରୋନାରେ ଆକ୍ରାନ୍ତ ହୋଇ ଚାନ୍ଦପୁର କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ଶରୀରରେ ଅକ୍ସିଜେନର ମାତ୍ରା କମିଯିବାରୁ ତାଙ୍କୁ ଭୁବନେଶ୍ୱର ସମ ହାସପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଆଜି ପରଲୋକ ଘଟିଛି । ସେ ଜଣେ ଦକ୍ଷ ତଥା ଆଦର୍ଶ ବିଜ୍ଞାନ ଶିକ୍ଷକ ଭାବେ ସେ ଛାତ୍ରଛାତ୍ରୀ ତଥା ସମଗ୍ର ଅଞ୍ଚଳରେ ବେଶ ଲୋକପ୍ରିୟ ଥିଲେ । ଶିକ୍ଷକଙ୍କ ଅକାଳ ମୃତ୍ୟୁରେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନୀଳାମ୍ବର ତ୍ରିପାଠି ତଥା ଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ସମେତ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!