Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ପୂରଣ ହେବ ୧୧,୪୫୦ ଶିକ୍ଷକ ପଦବୀ

by ସଞ୍ଜୟ ସ୍ୱାଇଁ
August 10, 2021
in Education, State
ରାଜ୍ୟରେ ପୂରଣ ହେବ ୧୧,୪୫୦ ଶିକ୍ଷକ ପଦବୀ
314
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ପୂରଣ ହେବ ୧୧,୪୫୦ ଶିକ୍ଷକ ପଦବୀ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୧୧, ୪୫୦ ଶିକ୍ଷକ ପଦବୀ ପୂରଣ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ମନ୍ତ୍ରୀ ସମୀର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ପ୍ରଥମ ପର୍ୟ୍ୟାୟରେ ୪୬୧୯ଗୋଟି ଶିକ୍ଷକ ପଦବୀ ପୂରଣ କରାଯିବ। ୨୦୫୫ ହୀନ୍ଦି, ୧୩୦୪ ସଂସ୍କୃତ ଏବଂ ୧୨୬୦ପିଇଟି ପଦବୀ ପୂରଣ ହେବା ପାଇଁ ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିଭଳି ଦ୍ବିତୀୟ ପର୍ୟ୍ୟାୟରେ ୬୦୬୫ଗୋଟି ଟିଜିଟି ଏବଂ ତେଲଗୁ ଏବଂ ତୃତୀୟ ପର୍ୟ୍ୟାୟରେ ୯୪୦ଗୋଟି ନୂତନ ସୃଷ୍ଟି ହୋଇଥିବା ଟିଜିଟି, କ୍ଲାସିକାଲ ଏବଂ ହୀନ୍ଦି ଶିକ୍ଷକ ନିଯୁକ୍ତି ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!