Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ତାରିଖରେ ଶିକ୍ଷକ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 4, 2025
in State
୬ ତାରିଖରେ ଶିକ୍ଷକ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
80
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ୮୨୬ ପିଜିଟି ଶିକ୍ଷକ ପଦବୀ ପୂରଣ କରିବେ ରାଜ୍ୟ ସରକାର । ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି । ଖୁବ୍ଶୀଘ୍ର ଏହା ପୂରଣ ହେବ । ଏହାସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ୍ ପଦକ୍ଷେପ ଗ୍ରହଣ କରାଯିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!