Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଟିଇଟିକୁ ଶିକ୍ଷକ ସଂଘର ବିରୋଧ

by ସଞ୍ଜୟ ସ୍ୱାଇଁ
May 20, 2025
in Nayagarh, State
ଓଟିଇଟିକୁ ଶିକ୍ଷକ ସଂଘର ବିରୋଧ
95
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ଓଟିଇଟି ନିୟମକୁ ନୟାଗଡ଼ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରାଜ୍ୟ ସରକାରଙ୍କ ଚିଠି ନଂ ୧୨୬୩୬ ଅନୁଯାୟୀ ପଦୋନ୍ନତି ବେଳେ ଓଟିଇଟିକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏହା ଶିକ୍ଷକ ମାରଣ ନୀତି ଛଡା ଅନ୍ୟ କିଛି ନୁହେଁ ବୋଲି ସଂଘ ପକ୍ଷରୁ କୁହାଯାଇଛି। ୨୦୦୧ ମସିହାରୁ ୨୦୧୧ ପର୍ଯ୍ୟନ୍ତ ଏଭଳି ନିୟମ ନିଯୁକ୍ତି ବିଜ୍ଞାପନରେ ନଥିବା ବେଳେ ନୂଆ ନିର୍ଦ୍ଦେଶନାମା ଦେଇଛନ୍ତି ସରକାର। ଯଦି ଏହାକୁ ବାଧ୍ୟତାମୂଳକ କରାଯାଏ ତେବେ କେନ୍ଦ୍ରୀୟ ହାରରେ ବେତନ ଦେବାକୁ ସଂଘ ଦାବି କରିଛି। ଅନ୍ୟପକ୍ଷରେ ଦୀର୍ଘବର୍ଷ ହେବ କାର୍ଯ୍ୟ କରି ଅବସର ନେବା ସମୟରେ ମଧ୍ୟ ଏଭଳି ନିୟମ ମାନସିକ ନିର୍ଯ୍ୟାତନା ବୋଲି ସଂଘ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଭବନ ଠାରେ ସଂଘ ପକ୍ଷରୁ ଅନୁଷ୍ଠିତ ବୈଠକରେ ସଭାପତି ପୀତବାସ ପ୍ରଧାନ, ସମ୍ପାଦକ ସୁରେଶ ସେଠି ଙ୍କ ସମେତ ଶିକ୍ଷକ ନେତା ସଂଗ୍ରାମ ସାହୁ, ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ, ଲକ୍ଷ୍ମୀଧର ସାହୁ,ମନ୍ମଥ ନାୟକ, ଚିତ୍ତରଞ୍ଜନ ଦାଶ, ଅକ୍ଷୟ ପରିଡ଼ା, ରବୀନ୍ଦ୍ର ମହାନ୍ତି,ରବୀନ୍ଦ୍ର ବେହେରା ପ୍ରମୁଖ ବିରୋଧ କରିବା ସହିତ ସରକାର ଯଦି ଏହାକୁ ଉଚ୍ଛେଦ ନ କରନ୍ତି, ତେବେ ଶିକ୍ଷକ ସଂଘ ତରଫରୁ ତୀବ୍ର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!