Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି ପଞ୍ଜୀକରଣ ଅବଧି ବୃଦ୍ଧି

by ସଞ୍ଜୟ ସ୍ୱାଇଁ
May 22, 2025
in State
ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି ପଞ୍ଜୀକରଣ ଅବଧି ବୃଦ୍ଧି
97
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଚାକିରି କରିଥିବା ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି ୨୦୨୫ପାଇଁ ଅନଲାଇନ୍ ପଞ୍ଜୀକରଣକୁ ୨୭ ମେ’ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ଅନଲାଇନ୍ ପଞ୍ଜୀକରଣର ଶେଷ ତାରିଖ ଏବଂ ସମୟ ଗୁରୁବାର ପୂର୍ବାହ୍ନ ୧୧.୪୫ ଥିଲା। ଏବେ ଏହାର ଶେଷ ତାରିଖକୁ ମେ’ ୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଚଳିତ ମାସର ଆରମ୍ଭରେ ମେ’୭ ତାରିଖରେ ବିଏସଇ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ପାଇଁ ଯୋଗ୍ୟ ଶିକ୍ଷକଙ୍କଠାରୁ ପଞ୍ଜୀକରଣ ପାଇଁ ବିଜ୍ଞପ୍ତି ଜାରି କରିଥିଲା। ଏହି ନୋଟିସରେ ବିଏସଇ ଉଲ୍ଲେଖ କରିଥିଲା ଯେ, ଯୋଗ୍ୟ ଶିକ୍ଷକମାନେ ୯ ମ‌େ’ ୨୦୨୫ ପୂର୍ବାହ୍ନ ୮ ଟାରୁ ସେମାନଙ୍କର ଅନଲାଇନ୍ ପଞ୍ଜୀକରଣ ପଠାଇପାରିବେ। ପେପର-୧ ଏବଂ ପେପର -୨ ପାଇଁ ସମ୍ପୃକ୍ତ ଲିଙ୍କ୍ ପୃଥକ ଭାବରେ ଅନଲାଇନ୍ରେ ଉପଲବ୍ଧ ହେବ ବୋଲି କୁହାଯାଇଥିଲା।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!