Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକା ଥରକେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇବେ: ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ

by ସଞ୍ଜୟ ସ୍ୱାଇଁ
December 13, 2021
in Education, State
ଏକା ଥରକେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇବେ: ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ
350
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଅଶାୟୀ ଶିକ୍ଷକଙ୍କ ପାଇଁ ଖୁସି ଖବର । ଏକା ଥରକେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ୧୬ ତାରିଖରେ ନିଯୁକ୍ତି ପାଇବେ । ପ୍ରଥମ ପର୍ୟ୍ୟାୟରେ ୧୧ ହଜାର ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ଟାର୍ଗେଟ ରଖିଥିଲେ । ଏନେଇ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା । ୧୧ ହଜାର ଉଚ୍ଚବିଦ୍ୟାଳୟ ଶିକ୍ଷକ ପଦବୀ ମଧ୍ୟରୁ ୭ ହଜାର ଶିକ୍ଷକ ପଦବୀ ନେଇ ଉତ୍ତୀର୍ଣ୍ଣ ହୋଇଛନ୍ତି ଶିକ୍ଷକ । ବାକି ୪ ହଜାର ସଂରକ୍ଷିତ ପଦବୀ ପାଇଁ ଉତ୍ତୀର୍ଣ୍ଣ ହୋଇପାରିନାହାନ୍ତି । ଏହାକୁ ନେଇ ବିଭାଗ ପକ୍ଷରୁ ବିଚାର କରାଯାଉଛି । ସପ୍ତାହକ ମଧ୍ୟରେ ଏ ନେଇ ବିକଳ୍ପ ବିଚାର କରାଯିବ । ପ୍ରାଥମିକ ଭାବେ ୫ଟି ସ୍କୁଲ ଗୁଡିକରେ ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ଟାର୍ଗେଟ ରଖିଛନ୍ତି । କେବଳ ସ୍କୁଲ କୋଠା ନବୀକରଣ ନୁହେଁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!