Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪୦ ଜଣ ଶିକ୍ଷକ/ଶିକ୍ଷୟତ୍ରୀ ନେଲେ ଏଫ୍. ଏଲ୍.ଏନ୍ ତାଲିମ

by ସଞ୍ଜୟ ସ୍ୱାଇଁ
May 6, 2022
in Education, Nayagarh
୧୪୦ ଜଣ  ଶିକ୍ଷକ/ଶିକ୍ଷୟତ୍ରୀ ନେଲେ ଏଫ୍. ଏଲ୍.ଏନ୍ ତାଲିମ
383
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ଥିବା ୧୩ ଟି କ୍ଲଷ୍ଟର ରୁ ୧୪୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ( ଏଫ୍. ଏଲ. ଏନ୍.)ତାଲିମ ଗ୍ରହଣ କରିଥିବା ଜଣା ପଡ଼ିଛି।ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ରେ ଅନୁଷ୍ଠିତ ତାଲିମ ଶିବିର ରେ ୪୮ ଜଣ ଶିକ୍ଷକ ଶିକ୍ଷୟତ୍ରୀ , ବାହାଡ ଝୋଲା ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ରେ ୪୩ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଦୁରୁଦୁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ୪୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ଆର୍ ପି ଶ୍ରୀନିବାସ ରଥ,ଭବାନୀ ପ୍ରସାଦ ସାହୁ ତାଲିମ୍ ପ୍ରଦାନ କରିଥିଲେ। ୨୦୨୫- ୨୬ ମସିହା ସୁଦ୍ଧା ୩ୟ ଶ୍ରେଣୀ ପର୍ୟ୍ୟନ୍ତ ସମସ୍ତ ଛାତ୍ର ଛାତ୍ରୀ କିପରି ଭାଷା ଓ ଗଣିତ ର ମୌଳିକ ଦକ୍ଷତା ହାସଲ କରିବେ ସେ ଉପରେ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ତାଲିମ ପ୍ରଦାନ କରାଯାଇଥିଲା।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା ଏବଂ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନା ରାଣୀ ସେଠୀ ତାଲିମ୍ ଶିବିର ପରିଦର୍ଶନ କରିବା ସହିତ ଏଫ୍. ଏଲ ଏନ୍ ତାଲିମ ର ସଫଳ ରୂପାୟନ ଯେପରି ବିଦ୍ୟାଳୟ ଗୁଡିକରେ ହୋଇପାରିବ ସେ ଉପରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ।ସି ଆର୍ ସି ସି କୈଳାଶ ଚନ୍ଦ୍ର ନାୟକ,ସୁରେଶ ଚନ୍ଦ୍ର ପ୍ରଧାନ ଏବଂ ରାକେଶ କୁମାର ଘଡେଇ ତାଲିମ୍ ଶିବିର ସଫଳ ପରିଚାଳନା ରେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!