Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ୟାପିଟାଲ ହସ୍ପିଟାଲ ଭିତରେ ଟେକନିସିଆନଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
February 27, 2025
in Crime, State
କ୍ୟାପିଟାଲ ହସ୍ପିଟାଲ ଭିତରେ ଟେକନିସିଆନଙ୍କ ଆତ୍ମହତ୍ୟା
150
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ୟାପିଟାଲ ହସ୍ପିଟାଲ ଭିତରେ ହସ୍ପିଟାଲ କର୍ମଚାରୀଙ୍କ ଆତ୍ମହତ୍ୟା । କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ ହସ୍ପିଟାଲ କର୍ମଚାରୀ ୪୫ ବର୍ଷୀୟ ଏକ୍ସରେ ଟେକ୍ନିସିଆନ୍ ପ୍ରଭାତ ମହାନ୍ତି । ସନ୍ଧ୍ୟା ପାଖାପାଖି ସାଢ଼େ ୭ଟା ବେଳେ ଫ୍ୟାନରେ ଝୁଲୁଥିବା ଦେଖିବାକୁ ପାଇଥିଲେ ହସ୍ପିଟାଲ କର୍ମଚାରୀ । ପରେ ଉଦ୍ଧାର କରି କାଜୁଆଲିଟି ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷାଣ କରିଥିଲେ । ଏ ନେଇ କ୍ୟାପିଟାଲ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!