Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୀର୍ଥ ଯାତ୍ରୀଙ୍କ ବସକୁ ପିଟିଲା ହାଇଓ୍ବା

by ସଞ୍ଜୟ ସ୍ୱାଇଁ
March 1, 2025
in Accident, State
ତୀର୍ଥ ଯାତ୍ରୀଙ୍କ ବସକୁ ପିଟିଲା ହାଇଓ୍ବା
26
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ୧୬ ନମ୍ୱର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ଛତାବର ନିକଟରେ ସିରିଜ ଦୁର୍ଘଟଣା । ଟାଟାରୁ ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସଟି ଛତାବର ନିକଟରେ ଟାୟାର ବଦଳାଇଥିବା ବେଳେ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରୀଙ୍କ ବସକୁ ପଛରୁ ପିଟିଲା ବାଲି ବୋଝେଇ ହାଇଓ୍ବା । ପଛକୁ ବାଲି ବୋଝେଇ ହାଇଓ୍ବାକୁ କଣ୍ଟେନର ଧକ୍କା ଦେଇଥିଲା । ଦୁର୍ଘଟଣାରେ ୧୦ ରୁ ଅଧିକ ଆହତ ହୋଇଛନ୍ତି । ଗୁରୁତର ଓ ଆହତକୁ ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ୫ଜଣ ଙ୍କୁ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!