Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟେଲି ମେଡିସିନ୍ ସେବା ଆରମ୍ଭ, ଖାଁ ଖାଁ ଡାକ୍ତରଖାନା

by ସଞ୍ଜୟ ସ୍ୱାଇଁ
April 25, 2020
in Breaking, Health
ଟେଲି ମେଡିସିନ୍ ସେବା ଆରମ୍ଭ, ଖାଁ ଖାଁ ଡାକ୍ତରଖାନା
69
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ନିର୍ଦ୍ଦେଶରେ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ମୁଖ୍ୟ ଚିକିତ୍ସାଳୟରେ ଟେଲି ମେଡିସିନ୍ ସେବା ଆରମ୍ଭ କରାଯାଇଛି । ଏହି ସେବା ଦ୍ୱାରା ଲୋକମାନେ ଘରେ ରହି ବିଭିନ୍ନ ବିଭାଗର ଡାକ୍ତରଙ୍କ ସହିତ ମୋବାଇଲ ଦ୍ୱାରା ହ୍ୱାଟସ୍‌ଅପ୍ ଭଏସ୍ କଲ ଓ ଭିଡିଓ କଲ ମାଧ୍ୟମରେ ପରାମର୍ଶ କରିପାରିବେ । ଏହି ସେବା ପ୍ରତ୍ୟେହ ସକାଳ ୮ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଉପଲବ୍ଧ ହେବ । ଜନସାଧାରଣ ଏହି ସେବାର ସୁଯୋଗ ନେବା ପାଇଁ ଜିଲ୍ଲାପାଳ ଡ. ଟୁଡୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଯାହା ଫଳରେ ଆଜି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ସେବା ଆରମ୍ଭ ହୋଇଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖାଁ ଖାଁ ହୋଇପଡ଼ିଛି । ଆଜି ବିଭିନ୍ନ ବିଭାଗର ଡାକ୍ତରମାନଙ୍କ ପାଖକୁ ଫୋନ ମାଧ୍ୟମରେ ରୋଗୀ ଏବଂ ରୋଗୀ ସଂମ୍ପର୍କୀୟମାନେ ଫୋନ କରିଥିବା ଜଣାଯାଇଛି । ଡାକ୍ତରମାନେ ରୋଗୀଙ୍କୁ ଫୋନ ମାଧ୍ୟମରେ ଔଷଧ ଓ ଚିକିତ୍ସା ସୁବିଧା ସଂପର୍କରେ ପରାମର୍ଶ ଦେଇଥିବା ଜଣାଯାଇଛି ।

 

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!