Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପହଞ୍ଚିବ ସ୍କୁଲ ବହି

by ସଞ୍ଜୟ ସ୍ୱାଇଁ
April 22, 2020
in Breaking, Education
ଘରେ ପହଞ୍ଚିବ ସ୍କୁଲ ବହି
36
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ପାଇଁ ସବୁଆଡେ ଲକ୍‌ଡାଉନ୍ ଥିବାବେଳେ ସ୍କୁଲ କଲେଜ ଗୁଡିକ ବନ୍ଦ ରହିଛି । ବିଭିନ୍ନ ବେସରକାରୀ ସ୍କୁଲରେ ଅନ୍‌ଲାଇନ୍ ମାଧ୍ୟମରେ ପାଠପଢ଼ା ଚାଲିଥିଲା ବେଳେ ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀମାନେ କିପରି ଘରେ ରହି ପାଠ ପଢିପାରିବେ ସେଥିପାଇଁ ରାଜ୍ୟ ସରକାର ତତ୍ପର ହୋଇ ଉଠିଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଘରେ କିପରି ବହି ପହଞ୍ଚିବ ସେଥିପାଇଁ ରାଜ୍ୟ ସରକାରଙ୍କର ଗଣଶିକ୍ଷା ବିଭାଗ ତତ୍ପର ହୋଇ ଉଠିଛି । ଓଡ଼ିଶା ବିଦ୍ୟାଳୟ ପ୍ରାଧିକରଣ ଓ ରାଜ୍ୟ ଓପେପାର ପ୍ରକଳ୍ପ ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଜିଲ୍ଲା ଶିକ୍ଷାଅଧିକାରୀ ଓ ବ୍ଲକ୍ ଶିକ୍ଷାଅଧିକାରୀଙ୍କୁ ଛାତ୍ରଛାତ୍ରୀମାନଙ୍କ ଘରେ କିପରି ପୁସ୍ତକ ପହଞ୍ଚିବ ଏହା ଉପରେ ନିର୍ଦ୍ଦେଶନାମା ଜାରି କରିଛନ୍ତି । ପ୍ରତ୍ୟେକ ବ୍ଲକ୍ ଶିକ୍ଷା ଅଧିକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ସହ ଯୋଗାଯୋଗ କରି ସଂପୃକ୍ତ ସ୍କୁଲରେ ନେଇ ବହି ପହଞ୍ଚାଇବେ । ଛାତ୍ରଛାତ୍ରୀ ତଥା ଅଭିବାବକମାନେ ସାମାଜିକ ଦୂରତା ଓ ଶାନ୍ତି ଶୃଙ୍ଖଳାର ସହିତ ସଂପୃକ୍ତ ସ୍କୁଲରୁ ଆସି ବହି ଗ୍ରହଣ କରିବେ । ଯେଉଁମାନେ ସଂପୃକ୍ତ ସ୍କୁଲକୁ ଆସିପାରିବେ ନାହିଁ ସ୍କୁଲର ପ୍ରଧାନ ଶିକ୍ଷକ ସେମାନଙ୍କ ଘରେ କିପରି ବହି ପହଞ୍ଚିବ ଏହାର ବ୍ୟବସ୍ଥା କରିବେ ବୋଲି ନିର୍ଦ୍ଦେଶନାମା ଜାରି ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!