Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ-ଇଂଲଣ୍ଡ ଟେଷ୍ଟ ମ୍ୟାଚ୍: ଖେଳ ଆରମ୍ଭରୁ ଇଂଲଣ୍ଡକୁ ଝଟକା

by ସଞ୍ଜୟ ସ୍ୱାଇଁ
August 4, 2021
in Sports
ଭାରତ-ଇଂଲଣ୍ଡ ଟେଷ୍ଟ ମ୍ୟାଚ୍: ଖେଳ ଆରମ୍ଭରୁ ଇଂଲଣ୍ଡକୁ ଝଟକା
138
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ଠାରୁ ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍ ଆରମ୍ଭ ହୋଇଛି । ପ୍ରଥମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇ ପଡିଆ ଭିତରକୁ ପ୍ରବେଶ କରିଥିଲା । ଇଂଲଣ୍ଡ ବ୍ୟାଟିଂ ଆରମ୍ଭ କରିଥିବା ବେଳେ ଭାରତର ଯଶପ୍ରୀତ୍ ବୁମ୍ରା ଝଟକା ଦେଇଛନ୍ତି । ବୁମ୍ରା ପ୍ରଥମ ଓଭରର ୫ମ ବଲରେ ରୋରୀ ବର୍ନସଙ୍କୁ ଖାତା ଖୋଲିବା ପୂର୍ବରୁ ଆଉଟ୍ କରି ପ୍ୟାଭିଲିୟନ ପଠାଇ ଦେଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!