Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାମା’ ଓ ଝିଅକୁ ମାରି ଜଙ୍ଗଲରେ ପିଙ୍ଗିଦେଲେ

by ସଞ୍ଜୟ ସ୍ୱାଇଁ
October 13, 2024
in Crime, NATIONAL NEWS
ହାତଗୋଡ଼ ବାନ୍ଧି ଡାକ୍ତରଙ୍କ ଗଳା କାଟିଦେଲେ ଦୁର୍ବୃତ୍ତ
115
VIEWS
Share on FacebookShare on Twitter

ଝାଡ଼ଖଣ୍ଡ, (ବାଘୁଆବାର୍ତ୍ତା): ଡାହାଣୀ ସନ୍ଦେହରେ ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା। ଖଣ୍ଡ ଖଣ୍ଡ କରି ଜଙ୍ଗଲରେ ଫିଙ୍ଗିଦେଲା ହତ୍ୟାକାରୀ। ଏପରି କିଛି ଜଙନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ବନ୍ଦଗାଁଓରେ। ଗତ ୧୦ ତାରିଖରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ଡୁଗୁଲୁ ପୂର୍ତ୍ତି (୫୭), ତାଙ୍କ ସ୍ତ୍ରୀ ଶୁକବରୋ ପୂର୍ତ୍ତି ଓ ତାଙ୍କର ୨୪ ବର୍ଷୀୟ ଝିଅ।ଡୁଗୁଲୁ ତାଙ୍କ ସ୍ତ୍ରୀ ଓ ଝିଅ ଘରେ ଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଘରେ ପଶି ସେମାନଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ଧାରୁଆ ଅସ୍ତ୍ରରେ ସେମାନଙ୍କର ମୁଣ୍ଡ ଗୁଣ୍ଡିକୁ ଅଲଗା କରି ଦେଇଥିଲେ। ପରେ ଦୁର୍ବୃତ୍ତମାନେ ପ୍ରମାଣ ନଷ୍ଟ କରିଦେବା ପାଇଁ ୩ ଜଣଙ୍କ ମୃତଦେହକୁ ଜଙ୍ଗଲରେ ପିଙ୍ଗି ଦେଇଥିଲା। ତେବେ ମୃତ ଡୁଗୁଲୁଙ୍କ ସାନ ଝିଅ ସ୍କୁଲରୁ ଫେରି ବାପାମା’ ଓ ବଡ଼ ଭଉଣୀକୁ ଘରେ ନ ପାଇ ବ୍ୟସ୍ତ ହୋଇପଡ଼ିଥିଲା। ଚାରିଆଡେ ବାପାମା’ ଓ ଭଉଣୀକୁ ଖୋଜାଖୋଜି କରିଥିଲା, ହେଲେ ପାଇ ନଥିଲା। ପରେ ନିଜର କାକାଙ୍କ ପୁଅକୁ ସବୁ କଥା ଜଣାଇଥିଲା। ପରେ ଉଭୟ ଥାନାରେ ଯାଇ ଅଭିଯୋଗ କରିଥିଲେ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା। ପରେ ଜଙ୍ଗଲରୁ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସମସ୍ତଙ୍କ ଶରୀରରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ବେଳେ ଗଣ୍ଡି ମୁଣ୍ଡ ଅଲଗା ଅବସ୍ଥରେ ପଡ଼ିଥିବା ପୁଲିସ ଦେଖିବାକୁ ପାଇଥିଲା। ସମସ୍ତଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବ୍‌ ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ ଯିବ। ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!