Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 27, 2024
in Crime, State
ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ
145
VIEWS
Share on FacebookShare on Twitter

କୁନ୍ଦୁରା, (ବାଘୁଆବାର୍ତ୍ତା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ଘୁମର, ଆସନା, ଫୁଲଭଟ୍ଟା,ମସିଗାଁ ଏବଂ ଦିଗାପୁର ପଞ୍ଚାୟତ ଦାୟିତ୍ୱରେ ରହିଥିବା ସହକାରୀ ଯନ୍ତ୍ରୀ ଏକ ଗୁହାଳ ଗୃହ ବିଲ୍‌ ପାସ୍‌ କରାଇବା ନେଇ ଜଣେ ଠିକାଦାରଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ ଟିମ୍‌। ଦୁର୍ନୀତିରେ ଲିପ୍ତ ରହିଥିବା ସହକାରୀ ଯନ୍ତ୍ରୀଙ୍କ ନାମରେ ପୂର୍ବରୁ ଅଭିଯୋଗ ରହିଥିବାବେଳେ ଲୁଚି ରହିଥିବା ୫ ଜଣିଆ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ଗତ କିଛିଦିନ ହେବ ସହକାରୀ ଯନ୍ତ୍ରୀଙ୍କ ନାମରେ ଅଭିଯୋଗ ରହିଥିବା ବେଳେ ଜୟପୁର ଭିଜିଲାନ୍ସ ଏହାକୁ ନେଇ ଏକ ଟିମ୍‌ ଗଠନ କରି ଶୁକ୍ରବାର ପୂର୍ବାହ୍ନରେ କୁନ୍ଦୁରା ବ୍ଲକଠାରେ ରହିଥିବା ଯନ୍ତ୍ରୀଙ୍କ କାର୍ଯ୍ୟାଳୟଠାରେ ଟଙ୍କା ସହ ଧରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!