Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ କଡ଼ା ନିୟମ

by ସଞ୍ଜୟ ସ୍ୱାଇଁ
May 25, 2025
in State
ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ କଡ଼ା ନିୟମ
78
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ କଡା ନିୟମ । ଏଣିକି ଠିକ୍ ସମୟରେ ଅଫିସ ଆସିବେ କର୍ମଚାରୀ । ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ କର୍ମଚାରୀ ବାୟୋ ମେଟ୍ରିକ୍ ଉପସ୍ଥାନ ଅନୁସାରେ “ଅଫିସ୍ ଇନ୍” ଏବଂ “ଅଫିସ୍ ଆଉଟ୍” ସମୟ ରେକର୍ଡ କରିବାକୁ ବାଧ୍ୟ । ସମ୍ପୃକ୍ତ କର୍ମଚାରୀ “ଅଫିସ୍ ଆଉଟ୍” ରେକର୍ଡ ନଥିଲେ “ସେ ଦିନ ଡ୍ୟୁଟିରୁ ଅନୁପସ୍ଥିତ” ବୋଲି ଧରାଯିବ । ସମସ୍ତ କର୍ମଚାରୀ ସକାଳ ୧୦ଟା ସୁଦ୍ଧା ଅଫିସ୍ ଆସିବେ ଏବଂ ସନ୍ଧ୍ୟା ୫ଟା ୩୦ ପରେ ଯିବେ । ଅଫିସରେ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ ଉପସ୍ଥିତ ରହିବାକୁ ପଡିବ । ସ୍ବାସ୍ଥ୍ୟ ଗତ ସମସ୍ୟା ବା ଅନ୍ୟାନ୍ୟ ଜରୁରୀକାଳୀନ ପରିସ୍ଥିତିରେ ଉପରିସ୍ଥ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇବେ । ଅଫିସରେ ୭ ଘଣ୍ଟା ୩୦ ମିନିଟ୍ କାର୍ଯ୍ୟ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । କାର୍ଯ୍ୟ ସମୟ ୪ ଘଣ୍ଟାରୁ କମ୍ ହେଲେ ଗୋଟିଏ ଦିନର ଛୁଟି ବାଧ୍ୟତାମୂଳକ ଭାବରେ କାଟି ଦିଆଯିବ । ଗୋଟିଏ ମାସରେ ତିନି ଦିନ ବିଳମ୍ବରେ ଉପସ୍ଥିତ ରହିଲେ ଗୋଟିଏ ଦିନର ଛୁଟି ବାତିଲ ହେବ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!