Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଣ୍ଡା ନଦେବାରୁ ଦୋକାନୀଙ୍କୁ ବନ୍ଧୁକ ଦେଖାଇ କଲେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
November 2, 2024
in Crime, State
ଅଣ୍ଡା ନଦେବାରୁ ଦୋକାନୀଙ୍କୁ ବନ୍ଧୁକ ଦେଖାଇ କଲେ ଆକ୍ରମଣ
47
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ମାତିଲେ ଦୁର୍ବୃତ୍ତ । ଅଣ୍ଡା ନଦେବାରୁ ମୁଣ୍ଡରେ ଲାଗିଲା ବନ୍ଧୁକ । ନୟାପଲ୍ଲୀ ଥାନାରେ ଅଭିଯୋଗ କଲେ ଅଣ୍ଡା ବ୍ୟବସାୟୀ । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଅଣ୍ଡା ଦୋକାନକୁ ଆସିଥିଲେ ଦୁଇ ଜଣ ଦୁର୍ବୃତ୍ତ । ଦୋକାନୀଙ୍କୁ ଅଣ୍ଡା ମାଗିଥିଲେ । କିନ୍ତୁ ଦୋକାନୀ ଜଣଙ୍କ ଅଣ୍ଡା ନଦେବାରୁ ଦୁଇ ଜଣ ଦୋକାନୀଙ୍କୁ ବନ୍ଧୁକ ଦେଖାଇଥିଲେ । ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଦୋକାନୀଙ୍କୁ ଆକ୍ରମଣ କରିଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି । ଏନେଇ ନୟାପଲ୍ଲୀ ଥାନାରେ ଅଣ୍ଡା ବ୍ୟବସାୟୀ ଜଣକ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଦୁର୍ବୃତ୍ତଙ୍କ ନିକଟରେ ପହଞ୍ଚି ପାରିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!