Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
October 22, 2024
in Crime, State
ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ
115
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। କୈଳାସ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!