Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ଛୁରୀ ଭୁଷି ହତ୍ୟା କଲେ ଯୁବକ

by ସଞ୍ଜୟ ସ୍ୱାଇଁ
October 22, 2024
in Crime, State
ମହିଳାଙ୍କୁ ଛୁରୀ ଭୁଷି ହତ୍ୟା କଲେ ଯୁବକ
81
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା) : ସମ୍ବଲପୁର ଜିଲ୍ଲା ଟାଉନ ଥାନା ଝୁମ୍ପୁଡିପଡା ସାହୁ କଲୋନୀରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଜଣେ ମହିଳାଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଛି। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି। ଝୁମ୍ପୁଡିପଡା ସାହୁର ଲଳିତା ଶାହା ଘରେ ଥିଲେ। ଠିକ୍‌ ସେତିକି ବେଳେ ପାଣୁ ହରିପାଲ୍‌ ନାମକ ଜଣେ ଯୁବକ ଘରେ ପଶି ତାଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ସାହି ପଡ଼ିଶା ତାଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପ୍ରାଥମିକ ତଦନ୍ତରୁ ପୂର୍ବ ଶତ୍ରୁତାରୁ ମହିଳାଙ୍କୁ ଛୁରା ମାଡ ହୋଇଥିବା ପୁଲିସ୍‌ ସନ୍ଦେହ କରୁଛି। ପୁଲିସ୍‌ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ମୃତ ମହିଳାଙ୍କ ନାଁରେ ଅପରାଧିକ ମାମଲା ରହିଥିବା ବୋଲି ପୁଲିସ୍‌ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!