Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେବା ସମବାୟ ଓ ତେଜରାତି ଦୋକାନରୁ ଚୋରି

by ସଞ୍ଜୟ ସ୍ୱାଇଁ
October 27, 2024
in Crime, State
ସେବା ସମବାୟ ଓ ତେଜରାତି ଦୋକାନରୁ ଚୋରି
134
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ସେବା ସମବାୟ ଓ ତେଜରାତି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକର ଶ୍ରଦ୍ଧାପୂର ସେବା ସମବାୟ ଓ ମହେଶପୁର ଗ୍ରାମର ତେଜରାତି ଦୋକାନରୁ ଶନିବାର ବିଳମ୍ୱିତ ରାତିରେ ଏହି ଚୋରି ହୋଇଛି । ସୂଚନାନୁଯାୟୀ, ଗତକାଲି ଶନିବାର ଥିବାରୁ ଶ୍ରଦ୍ଧାପୂର ସେବା ସମବାୟ ବନ୍ଦ ରହିଥିଲା । ମାତ୍ର ରବିବାର ସକାଳେ ନିକଟରେ ଥିବା ଏକ ଦୋକାନି ସେବା ସମବାୟ ଭିତରୁ ପାଣି ଆଣିବାକୁ ଯାଇ ସେବା ସମବାୟର ମୁଖ୍ୟ ଗେଟର ତାଲା କାଟିବା ସମେତ ସିସିଟିଭି ତାର ସବୁ କଟା ଯାଇଛି ବୋଲି ଦେଖିବାକୁ ପାଇଥିଲେ । ଏହା ଦେଖି ସମସ୍ତଙ୍କୁ ଖବର ଦେଇଥିଲେ । ଖବର ପାଇ ସେବା ସମବାୟର ସଭାପତି, ସମ୍ପାଦକ ଗ୍ରାମବାସୀ ପହଞ୍ଚି ପୋଲିସକୁ ଖବର ଦେଇଥିଲେ । ସେହି ବିଳମ୍ବିତ ରାତିରେ ମହେଶପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକଙ୍କ ତେଜରାତି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିଲା । ଏନେଇ ସେ ଭୋଗରାଇ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧରରେ ଉଭୟ ଜାଗାରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!