Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠେଙ୍ଗଡ଼ିଙ୍କ ଜନ୍ମ ଶତବାର୍ଷିକ ପାଳିତ

by ସଞ୍ଜୟ ସ୍ୱାଇଁ
December 16, 2019
in Planning and Development
ଠେଙ୍ଗଡ଼ିଙ୍କ ଜନ୍ମ ଶତବାର୍ଷିକ ପାଳିତ
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସ୍ଥାନୀୟ ରୋଟାରୀ କ୍ଲବଠାରେ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଠେଙ୍ଗଡ଼ିଙ୍କ ଜନ୍ମ ଶତ ବାର୍ଷିକ ସମାରୋହ ପାଳିତ ହୋଇଯାଇଛି । ରାଷ୍ଟ୍ରିୟ ମହାମନ୍ତ୍ରୀ ଗୋକୁଳା ନନ୍ଦ ଜେନା ଉକ୍ତ ସଭାରେ କିଭଳି ଭାବରେ ରାଷ୍ଟ୍ରିୟ ବିଚାର ଧାରା ସଂମ୍ପର୍କରେ ଆଲୋଚନା କରିବା ସହ କିଭଳି ଠେଙ୍ଗଡ଼ି ସଂଗଠନ ନିର୍ମାଣ କରିଥିଲେ ତା ଉପରେ ବକ୍ତବ୍ୟ ଦେଇଥିଲେ । ସମାଜର ଅନେକ ଦେଶପ୍ରେମୀ ସଂଗଠନ ନିର୍ମାଣରେ ସହାୟତା କରିଥିଲେ । ବିଭାଗୀୟ ଅଧିକାରୀ ବିଜୟ ପାତ୍ର କାର୍ଯ୍ୟକର୍ତ୍ତା ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂପାଦକ ସୁକାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଜୟ ପ୍ରଧାନ, ଶାନ୍ତନୁ ସ୍ୱାଇଁ, ଅମ୍ବିକା ପଟ୍ଟନାୟକ, ରାମଚନ୍ଦ୍ର ଭଟ୍ଟ, ଜୟକୃଷ୍ଣ ପ୍ରଧାନ, ଜଗନ୍ନାଥ ସିଂ, ବନବିହାରୀ ପ୍ରକାଶ ପ୍ରଧାନ ପ୍ରମୂଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!