Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନ ଦ୍ୱିପହରରେ ସାଇକେଲ ଚୋରୀ

by ସଞ୍ଜୟ ସ୍ୱାଇଁ
June 4, 2021
in Feature News
ଦିନ ଦ୍ୱିପହରରେ ସାଇକେଲ ଚୋରୀ
759
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରରୁ ଦିନ ଦ୍ୱିପହରେ କିଭଳି ଲୁଟ ହେଉଛି ତାହାର ଏବେ ସାମନାକୁ ଆସିଛି । ଜଣେ ବ୍ୟକ୍ତି ଘର ସାମନାରେ ସାଇକେଲ ଥୋଇ ଯାଇଥିବା ବେଳେ ଚୋରୀ ସାଇକେଲକୁ ଧରି ଚମ୍ପଟ ମାରୁଥିବା ସିସିଟିଭିରେ କଏଦ ହୋଇଛି । ଏଭଳି ଘଟଣା ଘଟିଛି ନୟାଗଡ଼ ଟାଉନଥାନା ଅନ୍ତର୍ଗତ ରାଜବାଟୀସାହିରେ । ଉକ୍ତ ସାହିରେ ରଘୁନାଥ ସାହୁ ନାମକ ଜଣେ ବ୍ୟକ୍ତି ଭଡ଼ା ଘର ସାମନାରୁ ସାଇକେଲ ଚୋରୀ ହୋଇଥିବା ଟାଉନଥାନାରେ ଅଭିଯୋଗ ହୋଇଛି । ପୁଲିସ ଏନେଇ ଏକ ମାମଲା ରୁଜୁ କରିଥିଲେ ମଧ୍ୟ ଅଭିଯୁକ୍ତ ଗିରଫ ହୋଇପାରି ନାହିଁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!