Saturday, October 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠିକା କର୍ମଚାରୀଙ୍କ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ

by ସଞ୍ଜୟ ସ୍ୱାଇଁ
September 20, 2018
in Politics

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
13
VIEWS
Share on FacebookShare on Twitter

ଖଣ୍ଡପଡ଼ା (ବାଘୁଆବାର୍ତ୍ତା ବ୍ୟୁରୋ): ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଠିକା କର୍ମଚାରୀମାନଙ୍କ ସମସ୍ୟା ପ୍ରତି ରାଜ୍ୟ ସରକାର ଆଦୈା ଧ୍ୟାନଦେଉନଥିବା ଅଭିଯୋଗ ହେଉଛି । ବାରମ୍ବାର ଦାବି ସତ୍ୱେ ମଧ୍ୟ ସରକାର ସେମାନଙ୍କ କଥା ଶୁଣୁନଥିବା ପ୍ରତିବାଦରେ ରାଜ୍ୟ କର୍ମଚାରୀ ମଂଚ ଦେଇଥିବା ଆନ୍ଦୋଳନ ଡାକରାରେ ଠିକା କର୍ମଚାରୀମାନେ ସାମିଲ ହୋଇଥିବା ଜଣାଯାଇଛି । ମଂଚର ଆହ୍ୱାନ କ୍ରମେ ଠିକା ପ୍ରଥା ଉଚ୍ଛେଦ ଦାବିରେ ଠିକା କର୍ମଚାରୀମାନେ କଳାବ୍ୟାଚ୍ ପରିଧାନ କରି ଖଣ୍ଡପଡା ବନାଚଂଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମ୍ୁଖରେ ଶନିବାର ଦିନ ଶାନ୍ତିପୂର୍ଣ୍ଣଭାବେ ପ୍ରତିବାଦ କରିଥିଲେ ।

ଶୁଶାନ୍ତ କୁମାର ପାଢୀ, ହରପ୍ରସାଦ ନନ୍ଦ, ଅଖିଳ ମୋହନ ଜେନା, ସାରଥ କୁମାର ଦାସ, ଶୁକୁରୁ ପ୍ରଧାନ, ପ୍ରମୋଦ କୋଠାଳ, ସୁଦାମ ଚରଣ ସାହୁ, ଆଶୁତୋଷ ଦାସ ପ୍ରମୁଖ ଠିକା କର୍ମଚାରୀମାନେ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ କରିଥିବା ବେଳେ ଦାବି ପୂରଣ ହେବା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି । ରାଜ୍ୟ ସରକାର ଠିକା ପ୍ରଥା ଉଚ୍ଛେଦ ନିମନ୍ତେ ଦୃଷ୍ଟି ଦେବାକୁ ଆନ୍ଦୋଳନରତ ଠିକା କର୍ମଚାରୀମାନେ ଦାବି କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!