Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ବିଜେଡି଼ର ୧୩ ନୂଆ ମୁହଁ

by ସଞ୍ଜୟ ସ୍ୱାଇଁ
March 27, 2024
in Politics, State
ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
196
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜେଡ଼ି ବୁଧବାର ଦିନ ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟରେ ୭୨ ବିଧାନସଭା ଆସନ ଏବଂ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଓଡ଼ିଶା ବିଧାନସଭା ଆସନ ପାଇଁ ପ୍ରଥମ ଦଳ ଭାବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି । ଏହି ତାଲିକାରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ଘୋଷିତ ପ୍ରାର୍ଥୀଙ୍କ ମଧ୍ୟରେ ୧୪ ଜଣ ମହିଳା ଥିବା ବେଳେ ୧୩ ନୂଆ ମୁହଁ ରହିଛନ୍ତି । ବିଧାନସଭା ପାଇଁ ବିଜେଡି ୧୩ ଜଣ ନୂଆ ଚେହେରାଙ୍କ ଉପରେ ଭରସା କରିଛି। ସେହିଭଳି ଗତଥର ଲୋକସଭା ନିର୍ବାଚନ ଲଢିଥିବା ୩ ଜଣ ପ୍ରାର୍ଥୀଙ୍କୁ ଦଳ ଏଥରକ ବିଧାନସଭା ଟିକେଟ୍ ଦେଇଛି । ବିଜେଡ଼ିର ଏଥରକ ୧୩ ଜଣ ନୂଆ ମୁହଁଙ୍କୁ ବିଧାନସଭା ଟିକେଟ୍ ଦେଇଛି । ଦଳ ଯେଉଁ ୧୩ ଜଣଙ୍କ ଉପରେ ଭରସା କରିଛି ସେମାନେ ହେଲେ ରାୟଗଡା ଲାଗି ଅନୁସୟା ମାଝି,ବସ୍ତା ପାଇଁ ସୁଭାସିନୀ ଜେନା । ସେହିଭଳି ଧାମନଗରରୁ ଡ.ସଂଜୟ ଦାସ,ଯାଜପୁରରରୁ ସୁଜାତା ସାହୁ,ଲୋଇସିଙ୍ଗାରୁ ନିହାର ବେହେରା,ଉମରକୋଟରୁ ନବୀନ ନାୟକ,ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ,ଭବାନୀପାଟନାରୁ ଲତିକା ନାୟକ,ପାଟକୁରାରୁ ଅରବିନ୍ଦ ମହାପାତ୍ର, ପୁରୀରୁ ସୁନିଲ ମହାନ୍ତି, ସୋରୋଡା଼ରୁ ସଂଘମିତ୍ରା ସ୍ୱାଇଁ,ଦିଗପହଣ୍ଡିରୁ ବିପ୍ଲବ ପାତ୍ର ଓ ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ ନୂଆମୁହଁ ଭାବେ ଟିକେଟ୍ ପାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!