Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରୁ ୪୦୪ ଗ୍ରାମର ବ୍ରାଉନସୁଗର ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 19, 2024
in Crime, State
ଢେଙ୍କାନାଳ ଜିଲ୍ଲାରୁ ଜବତ ହେଲା ବ୍ରାଉନସୁଗର
43
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ବାସେଳୀ ସାହି ଥାନା ଅଞ୍ଚଳରୁ ବ୍ରାଉନସୁଗର ଜବତ। ଶ୍ରୀ ସେତୁ ନିକଟରେ ବ୍ରାଉନସୁଗର ବିକ୍ରି ଚାଲିଥିବା ବେଳେ ପୋଲିସ ଚଢାଉ କରିଛି। ୪୦୪ ଗ୍ରାମର ଧଳା ଜହର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ସୂଚନାନୁଯାୟୀ, ଶ୍ରୀ ସେତୁ ନିକଟରେ ବ୍ରାଉନସୁଗର ବିକ୍ରି ଚାଲିଥିବା ନେଇ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଚଢାଉ କରିଛି। ଚଢାଉ ବେଳେ ୪୦୪ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି। ଏହା ସହ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ମହିଳା ଏବଂ ଜଣେ ପୁରୁଷ ରହିଛନ୍ତି। ସେମାନଙ୍କ ନିକଟରୁ ୫ଟି ମୋବାଇଲ୍, ଗୋଟିଏ ବୁଲେଟ୍, ଗୋଟିଏ ଲାପଟପ୍, ଏବଂ ଗୋଟିଏ ଟାବଲେଟ୍ ଜବତ ହୋଇଛି। ଅଭିଯୁକ୍ତମାନେ ପୁରୀର ରାଜେଶ ପଣ୍ଡା, ଝରଣା ପଣ୍ଡା ଏବଂ ଦୁର୍ଗା ପଣ୍ଡା ବୋଲି ଜଣାପଡିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!