Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ମହିଳା ତିନି ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି

by ସଞ୍ଜୟ ସ୍ୱାଇଁ
August 14, 2021
in Health, State
ଜଣେ ମହିଳା ତିନି ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି
129
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ୩ ଶିଶୁଙ୍କୁ ଜନ୍ମ ଦେଲେ ମହିଳା । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଆଡପଡ଼। ଗୋଷ୍ଠୀ ସ୍ୱାସ୍ତ୍ୟ କେନ୍ଦ୍ର ଅନ୍ତର୍ଗତ ଡେଙ୍ଗାଉସ୍ତ। ପ୍ରାଥମିକ ସ୍ୱାସ୍ତ୍ୟ କେନ୍ଦ୍ରରେ ଜଣେ ମହିଳା ତିନି ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି । ମହିଳାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ପରିବାର ଲୋକେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ସେ ତିନୋଟି ଶିଶୁ କନ୍ୟା ଜନ୍ମ ଦେଇଥିଲେ । ମହିଳା ଜଣଙ୍କ ହେଲେ ସାନଖେମୁଣ୍ଡି ବ୍ଲକ ଟି .ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡି ଖୋଲ ଗ୍ରାମର ସାରାଦେବୀ ମଣ୍ଡଳ । ତେବେ ଉଭୟ ମାଆ ଏବଂ ଶିଶୁ ସୁରକ୍ଷିତ ରହିଛନ୍ତି । ଏନେଇ ମେଡ଼ିକାଲ ଇନଚାର୍ଜ ବାହାନ କୁମାର ଦାସ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!